Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category
Today’s Highlight
ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ
ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ!-->…
Read More...
Read More...
ଅନିବାର୍ଯ୍ୟ କାରଣ ଦର୍ଶାଇ ପିଜିଟି ପରୀକ୍ଷା ବାତିଲ୍
କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ଅକ୍ଟୋବର ୬ ଅର୍ଥାତ ଆଜି ହେବାକୁ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ଏହି ପରୀକ୍ଷାଗୁଡିକ ଓପିଏସସି ବାତିଲ କରିଛି।
ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ!-->!-->!-->…
Read More...
Read More...
ଅମୃତସର ବିମାନ ବନ୍ଦରରୁ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ
ଅମୃତସର: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
ଭୋପାଳରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ
ଭୋପାଳ: ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦ କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା। ଗୁଜୁରାଟର ଆଣ୍ଟି ଟେରରିଜିମ ସ୍କ୍ବାଡ (ଏଟିଏସ) ଏବଂ!-->…
Read More...
Read More...
ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ!-->…
Read More...
Read More...
ପରୀକ୍ଷା ପୂର୍ବରୁ ସିଲ୍ ଖୋଲାଯାଇ OSSC ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ
ବାଲେଶ୍ବର: ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍!-->…
Read More...
Read More...
ହବିଷ୍ୟାଳୀ ବ୍ରତ ପାଇଁ ଆଜିଠୁ ଅନଲାଇନ ପଞ୍ଜୀକରଣ ଆରମ୍ଭ
ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ। ଏଥର ଅଫ୍ଲାଇନ୍ ନୁହେଁ କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ। କାର୍ତ୍ତିକ ବ୍ରତ ଆରମ୍ଭ ପୂର୍ବ ଦିନଠାରୁ ଅର୍ଥାତ!-->…
Read More...
Read More...
ଭୟାବହ ଅଗ୍ନିକାଣ୍ଡରେ ଜୀବନ୍ତ ଜଳିଗଲା ପୁରା ପରିବାର
ମୁମ୍ବାଇ: ମୁମ୍ବାଇର ଚେମ୍ବୁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପୂରା ପରିବାର। ଚେମ୍ବୁରର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ପରିବାରର ୭ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ନେଇ ସୂଚନା ମିଳିଛି । ସମସ୍ତେ ଶୋଇଥିବା ବେଳେ!-->…
Read More...
Read More...
ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା
ଅରବିନ୍ଦ କେଜରିୱାଲ ବଡ ଘୋଷଣା ନୂଆଦିଲ୍ଲୀ: ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ଆମ ଆଦମୀ ପାର୍ଟି ଆଜି ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ୟେ!-->…
Read More...
Read More...
ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି
ଭୁବନେଶ୍ବର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ!-->…
Read More...
Read More...