Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସଫେଇ କର୍ମଚାରୀଙ୍କୁ ନିର୍ମମ ହତ୍ୟା
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି। ମୃତ ଯୁବକଙ୍କ ନାଁ!-->…
Read More...
Read More...
କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗସ୍-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ
ଭୁବନେଶ୍ୱର , ୯/୧୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।
ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି!-->!-->!-->…
Read More...
Read More...
ଗୋ ହତ୍ୟାକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟନୁଷ୍ଠାନ
ଭୁବନେଶ୍ବର: ଗୋମାତାଙ୍କ ସୁରକ୍ଷା ପାଇଁ ଆସିବ କଡା ଆଇନ। ଗୋ ନବରାତ୍ର ଅବସରରେ ଗୋ ଚାଲାଣକାରୀ ଓ ଗୋ ହତ୍ୟାକରୀଙ୍କୁ କଡା ଚେତାବନୀ ଦେଇଛନ୍ତି ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍। ଗୋ ଚାଲାଣ ଆଇନ କଡ଼ାକଡ଼ି ହେବ ସହିତ ଗୋ ଚାଲାଣ, ଗୋ ହତ୍ୟାକାରୀଙ୍କ ବିରୋଧରେ!-->…
Read More...
Read More...
ବିଜେଡି କାଉନ୍ସିଲରଙ୍କ ଘରୁ ୪ ମାସର ଶିଶୁ ପୁତ୍ର ଉଦ୍ଧାର
ରେମୁଣା: ବିଜେଡି କାଉନ୍ସିଲରଙ୍କ ଘରୁ ଶିଶୁ ପୁତ୍ର ଉଦ୍ଧାର। ବାଲେଶ୍ଵର ଜିଲା ରେମୁଣାର ଜଣେ ବିଜେଡି କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର ହୋଇଛି। କାଉନସିଲରଙ୍କ ଭଉଣୀ ଉକ୍ତ ଶିଶୁପୁତ୍ରକୁ ଘରେ ଲୁଚାଇ ରଖିଥିବା ଅଭିଯୋଗ ହୋଇଥିଲା। ଚାଇଲ୍ଡଲାଇନ ଅଧିକାରୀ ଓ ପୁଲିସ୍ ବିଜେଡି!-->…
Read More...
Read More...
କଟକ ଛାତ୍ରୀ ଗଣଦୁଷ୍କର୍ମ ଘଟଣା, ଏକ ତରଫା ପ୍ରେମର ପ୍ରତିଶୋଧ
କଟକ: କଟକ ଛାତ୍ରୀ ଗଣଦୁଷ୍କର୍ମ ଘଟଣାରେ ସାମ୍ନାକୁ ଆସିଲା ମୁଖ୍ୟ ଅଭିଯୁକ୍ତ ଆଶୁତୋଷ ବେହେରାର ଫଟୋ। ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। କିନ୍ତୁ ଘଟଣା ପଛରେ ଅଛି ପ୍ରେମର ବିରହ ନିଆଁରେ ପ୍ରତିଶୋଧ ପରାୟଣ ହୋଇ ସାଙ୍ଘାତିକ!-->…
Read More...
Read More...
ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ୨ ଗିରଫ
ଦଶରଥପୁର: ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ଯାଜପୁର ଜିଲ୍ଲା ଦଶରଥପୁର ଥାନା ଅଞ୍ଚଳରେ ୨ ଗିରଫ କଲା ପୋଲିସ। ଅଭିଯୁକ୍ତ ୨ ଜଣ ହେଲେ ଦିପ୍ତିରଞ୍ଜନ ପାଣିଗ୍ରାହୀ ଓ ପୁଟୁଳି ସେଠୀ। ଯାଜପୁର ଏସଡିପିଓ ସତ୍ୟବ୍ରତ ଲେଙ୍କାଙ୍କ ଉପସ୍ଥିତିରେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ!-->…
Read More...
Read More...
କପଡା ଗୋଦାମରେ ଅଗ୍ନିକାଣ୍ଡ
ଲକ୍ଷାଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ
ବଡଗଡ଼: କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ବଡଗଡ଼ ସ୍ଥିତ ଏକ କପଡା ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି।
ଖବର ପାଇ ଅଗ୍ନିଶମ!-->!-->!-->!-->!-->…
Read More...
Read More...
ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ଆୟକର ଚଢ଼ାଉ
ଝାଡଖଣ୍ଡ: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ଖବର ଆସିଛି। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସୁନୀଲ ହେମନ୍ତଙ୍କର ଅତ୍ୟନ୍ତ ଘନିଷ୍ଠ। ଏଠାରେ ଆୟକର ବିଭାଗ ମୁଖ୍ୟମନ୍ତ୍ରୀ ହେମନ୍ତ!-->…
Read More...
Read More...
ରେଲୱେ ଷ୍ଟେସନ ପରିସରରେ ଭୟଙ୍କର ବିସ୍ଫୋରଣ
ପାକିସ୍ତାନ: ବେଲୁଚିସ୍ତାନରେ ଥିବା କ୍ୱେଟା ରେଲୱେ ଷ୍ଟେସନ ପରିସରରେ ଘଟିଛି ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ପ୍ରାୟ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।
ପାକିସ୍ତାନର ଏକ ଗଣମାଧ୍ୟମରୁ!-->!-->!-->…
Read More...
Read More...
ବିଦାୟ ନେଲେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼
ଅବସରକାଳୀନ ବାର୍ତ୍ତା ବେଳେ ହେଲେ ଭାବବିହ୍ୱଳ
କହିଲେ ମୁଁ ଆଉ ନ୍ୟାୟ କରିପାରିବିନି
କାହା ମନରେ ଦୁଃଖ ଦେଇଥିଲେ ସେଥିପାଇଁ କ୍ଷମା କରିବେ
ନୂଆଦିଲ୍ଲୀ; ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କର ଗଲାକାଲି ଶେଷ କାର୍ଯ୍ୟଦିବସ ଥିଲା। ଡିୱାଇ!-->!-->!-->!-->!-->!-->!-->…
Read More...
Read More...