ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ଜମି ଓ ଘର କିଣିବା ପାଇଁ ଶିକ୍ଷକଙ୍କୁ ସରକାର ଦେବେ ଟଙ୍କା

ଭୁବନେଶ୍ବର; ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ। ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ
Read More...

ବୁଦା ମୂଳରୁ ଶିଶୁକନ୍ୟା ଉଦ୍ଧାର

କରଞ୍ଜିଆ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ଆଜିର ଯୁଗରେ ମହାକାଶରେ ନାରୀ ପହଞ୍ଚି ସାରିଥିଲେ ମଧ୍ୟ କେତେକ ସ୍ଥାନରେ କନ୍ୟା ସନ୍ତାନ ଅତି ଅଲୋଡ଼ା ହୋଇ ପଡିଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ଭଅଁରା ଗାଁ ନିକଟରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି। ଶିଶୁ କନ୍ୟାଟିର
Read More...

ଗଛରେ ପିଟି ହୋଇ ଓଲଟିଲା ବସ୍‌, ଜଣେ ମୃତ ୩୦ ଆହତ

ନୟାଗଡ଼: ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
Read More...

କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସିପାରିବେନି ଉଠା ଦୋକାନୀ

କଟକ: କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ଆଉ କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା। ତେବେ ବାଲିଯାତ୍ରାକୁ ନେଇ କିଛି ନିଷେଧାଦେଶ ଜାରି କରାଯାଇଛି। ବାଲିଯାତ୍ରା ସମୟରେ ଫୁଟପାଥରେ ଉଠାଦୋକାନୀ ବସିପାରିବେ ନାହିଁ
Read More...

ତୀର୍ଥ ଯାତ୍ରା ହେଲା ଶେଷ ଯାତ୍ରା

ଫିରୋଜାବାଦ: ଅଯୋଧ୍ୟାରୁ ବୃନ୍ଦାବନ ଯାଉଥିବାବେଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଫିରୋଜାବାଦ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ସଂପର୍କରେ ସୂଚନା ଦେଇ ଅତିରିକ୍ତ ପୁଲିସ ଅଧୀକ୍ଷକ କହିଛନ୍ତି ଯେ, ବସ୍
Read More...

୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

ସଂଶୋଧିତ ଅନୁମୋଦିତ ହସ୍ତଶିଳ୍ପ ତାଲିକା ପ୍ରକାଶିତପୂର୍ବରୁ ଥିଲା ୫୧, ଏବେ ୫୫ ହସ୍ତଶିଳ୍ପକୁ ମିଳିଲା ଅନୁମୋଦନ ଭୁବନେଶ୍ଵର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ
Read More...

ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ଲୁଟ

ବଲାଙ୍ଗିରୀ: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବା ବେଳେ ଏହି ଲୁଟ୍‌ର
Read More...

କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

କଟକ: କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ। ତେବେ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ସହ ତାଙ୍କୁ ବ୍ଲାକମେଲିଂ କରି
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ୨ ଗ୍ରାମରକ୍ଷୀଙ୍କୁ ଗୁଳିକରି ହତ୍ୟା କରିଥିଲେ ଆତଙ୍କବାଦୀ। ଯାହା ପରେ ସେନା ଅଞ୍ଚଳରେ ରେସ୍କ୍ୟୁ ଅପରେଶନ
Read More...

ତୀର୍ଥଯାତ୍ରୀଙ୍କ ପାଇଁ ଓଡିଶାରୁ ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ

ଭୁବନେଶ୍ବର: ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ। ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର। ସ୍ୱଳ୍ପ ଦରରେ ଚାରିଧାମ ବୁଲିପାରିବେ ଶ୍ରଦ୍ଧାଳୁ। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା। ଓଡିଶାରୁ ଅଯୋଧ୍ୟ, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି
Read More...