Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଜାନୁଆରୀ ୧ରୁ ହେବ ରାଜ୍ୟରେ ଜନଗଣନା
ଭୁବନେଶ୍ବର: ଜାନୁଆରୀ ୧ରୁ ରାଜ୍ୟରେ ହେବ ଆରମ୍ଭ ହେବ ଜନଗଣନା। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏଥିସହ ସେ କହିଛନ୍ତି ଯେ, ଯଥାଶୀଘ୍ର ସବୁ ପ୍ରସ୍ତାବ କାମ ଶେଷ କରି ବିଭାଗକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ମୁତାବକ, ବଦଳିବ!-->!-->!-->…
Read More...
Read More...
ଓଏସ୍ଆରଟିସି ବସ୍ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
ବୌଦ୍ଧ: ଓଏସ୍ଆରଟିସି ବସ୍ ଧକ୍କାରେ ବାଇକ୍ ଚାଳକର ଚାଲିଗଲା ଜୀବନ। ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଆଇଁଲାଚୁଆଁ ଛକ ନିକଟରେ।
ଏହି ଓଏସ୍ଆରଟିସି ବସ୍ଟି କଣ୍ଟାମାଳରୁ ରାଜଧାନୀ ଭୁବନେଶ୍ୱର ଯାଉଥିବା ବେଳେ!-->!-->!-->…
Read More...
Read More...
ଆପୋଷ ବୁଝାମଣା ଆଧାରରେ ରଦ୍ଦ ହୋଇପାରିବନି ଯୌନ ଉତ୍ପୀଡ଼ନ ମାମଲା
ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ!-->…
Read More...
Read More...
ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ
ମୁମ୍ବାଇ: କିଛି ଦିନ ଏବେ ବଲିଉଡ ଦବଙ୍ଗ ହିରୋ ସଲମାନଙ୍କ ଖାନଙ୍କୁ ହତ୍ୟା ଧମକ ମିଳିଥିବା ବେଳେ ଏବେ ବଲିଉଡ୍ କିଙ୍ଗ ଶାହାରୁଖ ଖାନଙ୍କୁ ମିଳିଛି ହତ୍ୟା ଧମକ। ଶାହରୁଖ ଖାନଙ୍କୁ ଜଣେ ଦୁର୍ବୃତ୍ତ ଫୋନ କଲରେ ହତ୍ୟା ଧମକ ଦେଇଥିବା ମହାରାଷ୍ଟ୍ରର ବାନ୍ଦ୍ରା ଥାନାରେ ଲିଖିତ ଅଭିଯୋଗ ହୋଇଛି।!-->…
Read More...
Read More...
ନୂଆବର୍ଷରୁ ମିଳିବ ଗହମ ସହ ଚାଉଳ
ଭୁବନେଶ୍ବର; ନୂଆବର୍ଷରୁ ହିତାଧିକାରୀଙ୍କୁ ମିଳିବ ଗହମ ସହ ଚାଉଳ। ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ। ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ!-->…
Read More...
Read More...
ଦେବଗଡ଼ ଜିଲ୍ଲାରୁ ୧ ଟନ୍ ଗଞ୍ଜେଇ ସହ ୪ ଗିରଫ
ଦେବଗଡ଼: ଦେବଗଡ଼ ଜିଲ୍ଲାରେ ଏସଟିଏଫକୁ ବଡ଼ ସଫଳତା। ରିଆମାଳ ଥାନା ବଞ୍ଜାରୀ ଗାଁର ଏକ ଷ୍ଟକ ୟାର୍ଡରୁ ୧ ଟନ୍ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଏସ୍ଟିଏଫ୍ର ସ୍ୱତନ୍ତ୍ର ଟିମ୍।
ଏକ ଟ୍ରକରୁ ୮୭ଟି ଗଂଜେଇ ଭର୍ତ୍ତି ଅଖା ଜବତ କରିଥିଲା ଏସ୍ଟିଏଫ୍। ଜବତ ଗଞ୍ଜେଇର ଆନୁମାନିକ!-->!-->!-->…
Read More...
Read More...
କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ବର; ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ପଟିଆ ସ୍ଥିତ ଏକ ହଷ୍ଟେଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ରୀ ହେଉଛନ୍ତି କଲ୍ୟାଣୀ ସାହୁ, ତାଙ୍କ ଘର କଟକ ସାଲେପୁର ଅଞ୍ଚଳରେ ଅଟେ।
ରିପୋର୍ଟ ଅନୁଯାୟୀ କଲ୍ୟାଣୀ!-->!-->!-->…
Read More...
Read More...
ପ୍ରତି ୧୦ ମିନିଟରେ ଚାଲିବ ଟ୍ରେନ୍
୨୦୨୭ ସୁଦ୍ଧା ସରିବ ମେଟ୍ରୋ କାମ
ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱରରେ ଗଡିବ ମେଟ୍ରୋ ଟ୍ରେନ୍। ଏଥିପାଇଁ ଜୋରସୋରରେ ଚାଲିଛି କାମ। ଆସନ୍ତା ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମ ସରିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।!-->!-->!-->…
Read More...
Read More...
ଡିସେମ୍ବର ୧୫ରେ ଓଡ଼ିଶା ସିଭିଲ ସର୍ଭିସେସ ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମିନାରି) ପରୀକ୍ଷା-୨୦୨୩ ପାଇଁ ବୁଧବାର ତାରିଖ ଘୋଷଣା ହୋଇଛି । ଆସନ୍ତା ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ!-->!-->!-->…
Read More...
Read More...
ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ ମଂଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ରେ ବୁଧବାର ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ!-->…
Read More...
Read More...