Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ରାଷ୍ଟ୍ରପତି ନିର୍ବାଚନରେ ପୁଣି ବାଜି ମାରିଲେ ଟ୍ରମ୍ପ
ଆମେରିକା: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେଲେ ଡୋନାଲ୍ଡ ଟ୍ରମ୍ପ। ହ୍ବାଇଟ ହାଉସ ରେସରେ ପୁଣି ବାଜି ମାରି ନେଇଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଅନେକ ବିବାଦରେ ଫସି ମଧ୍ୟ ସେ ଆମେରିକୀୟଙ୍କ ହୃଦୟ ଜିଣିବାରେ ସକ୍ଷମ!-->…
Read More...
Read More...
୪୦ରୁ ଅଧିକ ହେବ ନାହିଁ ମୋ’ ବସ୍ର ସ୍ପିଡ୍
ଭୁବନେଶ୍ବର: ମୋ’ ବସ୍ ଡ୍ରାଇଭର ଓ କର୍ମଚାରୀଙ୍କୁ ଚେତାବନୀ। ସହର ଭିତରେ ବୁଲୁଥିବା ମୋ’ ବସ୍ର ସ୍ପିଡ୍ ଲିମିଟ୍ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍ ୫୦ ରହିବ। ସହର ଭିତରେ ଚାଲୁଥିବା ‘ମୋ ବସ୍’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି!-->…
Read More...
Read More...
ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ, ମୁଖ୍ୟ ଖଳନାୟକ ସ୍ୱାମୀ
କୋରାପୁଟ: ସମସ୍ତ ରହସ୍ୟ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର। ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା ସହ ଦୁଇ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଇଡକୋର କୋଟିପତି ଜୁନିୟର ମ୍ୟାନେଜର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର,!-->…
Read More...
Read More...
ଘରେ ନିଆଁ ଲାଗି ମାଆ ଝିଅ ଜୀବନ୍ତ ଦଗ୍ଧ
ହାଟପଦା: ଘରେ ଶୋଇଥିବା ବେଳେ ଲାଗିଗଲା ନିଆଁ । ମାଆ ଓ ଝିଅ ଜୀବନ୍ତ ଦଗ୍ଧ। ଏଭଳି ଘଟଣା ଘଟିଛି ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ। ମୃତକ ହେଉଛନ୍ତି ୯୫ ବର୍ଷୀୟା ମହିଳା ସ୍ନେହଲତା ଦୀକ୍ଷିତ ଏବଂ ତାଙ୍କର ୬୨ ବର୍ଷୀୟା ଝିଅ ସଇରେନ୍ଦ୍ରୀ ଦୀକ୍ଷିତ। ଘଟଣାସ୍ଥଳରେ ପୋଲିସ ପହଞ୍ଚି!-->…
Read More...
Read More...
ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନ ଥିବା ଜଣାଯାଇଛି।
ଗତକାଲି ଷ୍ଟୁଡିଓରେ ସୁଟିଂ ଥିଲା।!-->!-->!-->…
Read More...
Read More...
ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବ ଓମଫେଡ୍
ଭୁବନେଶ୍ବର: ଆସନ୍ତା ୨ ମାସ ମଧ୍ୟରେ ଓମଫେଡ୍ ପକ୍ଷରୁ ଆହୁରି ଅଧିକ ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ। ଓମଫେଡ୍ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଓମ୍ଫେଡ!-->…
Read More...
Read More...
ବିରୋଧ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ
ଭୁବନେଶ୍ବର: ପ୍ରବଳ ବିରୋଧ ପରେ ବାତିଲ ହେଲା ଇସ୍କନ ରଥଯାତ୍ରା। ଆମେରିକାର ହଷ୍ଟନରେ ହେବାକୁ ଥିବା ରଥଯାତ୍ରାକୁ ବାତିଲ କରିଛି ଇସ୍କନ। ଏନେଇ ସୂଚନା ଦେଇଛନ୍ତି ଇସ୍କନର ରାଷ୍ଟ୍ରୀୟ ଜନସମ୍ପର୍କ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦ ପ୍ରଭୁ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ!-->…
Read More...
Read More...
ରାସନ କାର୍ଡ ହିତାଧିକାରୀଙ୍କୁମ ମିଳିବ ୩ ମାସର ଆଗୁଆ ଚାଉଳ
ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ!-->…
Read More...
Read More...
ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦାୟୀ
ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରୀର ସୁରକ୍ଷାକୁ ନେଇ ତେଜିଲା ରାଜନୀତି। ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦାୟୀ ବୋଲି ବିଜେପି ବିଜେଡିକୁ ଦାୟୀ କରୁଥିବା ବେଳେ ସେପଟେ ଶ୍ରୀଜଗନ୍ନାଥ ମନ୍ଦିରର ଅଂଶବିଶେଷ ମେଘନାଦ ପାଚେରିର ରକ୍ଷଣାବେକ୍ଷଣ ଦାୟିତ୍ବ!-->…
Read More...
Read More...