Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ଘରେ ଲାଗିଲା ନିଆଁ, ଜୀବନ୍ତ ଜଳିଗଲେ ୪ ଯୁବକ
ଗୁରୁଗ୍ରାମ: ସର୍ଟ ସର୍କିଟରୁ ଘରେ ଲାଗିଲା ନିଆଁ। ଜୀବନ୍ତ ଜଳିଗଲେ ୪ ଯୁବକ। ହରିୟାଣାର ଗୁରୁଗ୍ରାମର ସରସ୍ୱତୀ ଏନକ୍ଲେଭରେ ଏକ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଗତ ବିଳମ୍ଵିତ ରାତିରେ ଏକ କୋଠରୀରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ନିଆଁ!-->…
Read More...
Read More...
ବାରିପଦାରୁ ୨୦ କେଜି ସୁନା ଜବତ
ବାରିପଦା: ବାରିପଦାରୁ ପୁଳା ପୁଳା ସୁନା ଜବତ। ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ବିପୁଳ ପରିମାଣର ସୁନା ଜବତ କରିଛି ଜିଏସଟି ଟିମ୍। ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।ଖବର ମୁତାବକ, କାଲି ମଧ୍ୟ ରାତ୍ରରେ ଏକ ଲଜିଷ୍ଟିକ୍ ଗାଡ଼ି କୋଲକତାରୁ ଜଳେଶ୍ୱର!-->…
Read More...
Read More...
ବାତ୍ୟା ବିପନ୍ନଙ୍କୁ କଟୁକଥା କହି ୪ ସରକାରୀ କର୍ମଚାରୀ ନିଲମ୍ବିତ
ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ!-->…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରେ କଲରାପତରିଆ ବାଘ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି । ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ।ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ।!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ। ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି।
ମିଳିଥିବା ସୂଚନା!-->!-->!-->…
Read More...
Read More...
ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ
ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ। ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିୟର ଛାତ୍ର ମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ହଷ୍ଟେଲ ପରିବର୍ତ୍ତନ କରାଯାଇଥିଲା। କ୍ୟାବିନ ବ୍ଲକରୁ ଦ୍ବିତୀୟ!-->…
Read More...
Read More...
ବାତ୍ୟାରେ ଘର ଭାଙ୍ଗିଯାଇଥିବା ପରିବାରକୁ ମିଳିବ ପକ୍କା ଘର: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ ଘୋଷଣା। ବାତ୍ୟାରେ ଚାଳ ଘର କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ବାତ୍ୟାରେ ଯେଉଁ ପରିବାରଙ୍କ ଘର ଭାଙ୍ଗିଯାଇଛି, କିମ୍ବା କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ ସରକାର ପକ୍କା ଘର ପାଇଁ ସହାୟତା ପ୍ରଦାନ କରିବେ। ଆଜି ବାତ୍ୟା ପରବର୍ତ୍ତୀ!-->…
Read More...
Read More...
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ
ଦିଲ୍ଲୀ: ଅଡୁଆରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ!-->…
Read More...
Read More...
ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ
ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି।ତେବେ ବାତ୍ୟା ଲ୍ୟାଣ୍ଡଫଲ୍!-->…
Read More...
Read More...
ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା
ଭୁବନେଶ୍ବର: ସ୍ୱାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି!-->…
Read More...
Read More...