Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସୋଆରେ ଶିଳ୍ପ ଏବଂ ସାମୁଦ୍ରିକ ଜୈବପ୍ରଯୁକ୍ତିବିଦ୍ୟା ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର, ନଭେମ୍ବର ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆସନ୍ତା ନଭେମ୍ବର ୪ ଓ ୫ ଦୁଇ ଦିନ ଧରି ‘ରିସର୍ଚ୍ଚ ଆଣ୍ଡ ଇନୋଭେସନ୍ସ ଇନ୍ ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ ମେରାଇନ୍ ବାୟୋଟେକ୍ନୋଲେଜି: ଏ ସର୍କୁଲାର ଇକୋନୋମି’ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଛି।
ସୋଆର ସେଂଟର ଫର୍!-->!-->!-->…
Read More...
Read More...
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବଢ଼ିଲା ବାଘ ସଂଖ୍ୟା
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଧଳା ବାଘୁଣୀ ରୂପା ଆଜି ୪ ଶାବକଙ୍କୁ ଜନ୍ମ ଦେଇଛି। ସମସ୍ତ ୪ ଶାବକ ସୁସ୍ଥ ଥିବାବେଳେ ରୂପା ସମସ୍ତଙ୍କ ଯତ୍ନ ନେଉଛି। ଛୁଆଗୁଡ଼ିକ ରୂପା ପାଖରେ ଥିବାରୁ ସେମାନଙ୍କ ଲିଙ୍ଗ ଚିହ୍ନଟ କରାଯାଇପାରିନାହିଁ। ସିସିଟିଭି ମାଧ୍ୟମରେ ବାଘୁଣୀ ରୂପା ଓ!-->…
Read More...
Read More...
ସୌରଶକ୍ତିକୁ ନେଇ ଟିପିସିଓଡିଏଲ୍ ପକ୍ଷରୁ ସୋଆରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, ନଭେମ୍ବର ୨: ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ‘ଗ୍ରୀଡ୍ କନେକ୍ଟେଡ୍ ରୁଫ୍ ଟପ୍ ସୋଲାର ସିଷ୍ଟମ୍’ ଉପରେ ଏକ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ ଅକ୍ଟୋବର ୨୮ ଓ ୨୯ ତାରିଖରେ ଆୟୋଜିତ!-->…
Read More...
Read More...
୧୦ ବର୍ଷରୁ କମ୍ ପିଲା ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବେ ନାହିଁ
ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରିଭୁବନେଶ୍ବର: ୧୦ ବର୍ଷରୁ କମ୍ ବୟସ୍କ ପିଲାମାନଙ୍କ ପାଇଁ ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ମଧ୍ୟ ନିଷେଧ। ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ!-->…
Read More...
Read More...
୨ ଓଡିଆ ଶ୍ରମିକଙ୍କ ମୃତ୍ୟୁରେ ୬ଲକ୍ଷ ସହାୟତା ରାଶି ଘୋଷଣା
ପାଟଣା: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏହା ସହ!-->…
Read More...
Read More...
ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ
ଭୁବନେଶ୍ବର; ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।
!-->!-->!-->…
Read More...
Read More...
ଆଉ ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ
ସରକାର ଲଗାଇବେ ରୋକଭୁବନେଶ୍ବର: ଆଉ ଯାତ୍ରାରେ ହୋଇପାରିବନି ଅଶ୍ଲୀଳ ନୃତ୍ୟ। ଯାତ୍ରାରେ ଆଇଟମ୍ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି। ଯାହାକୁ ନେଇ ନାନା ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର କଠୋର ହେଉଛନ୍ତି।
ଗତ କିଛି ବର୍ଷ ହେବ ଯାତ୍ରା!-->!-->!-->…
Read More...
Read More...
ରାଷ୍ଟ୍ରପତି ଭବନରେ ସ୍ଥାପିତ ହେଲା ୪ଟି କୋଣାର୍କ ଚକର ପ୍ରତିକୃତି
ନୂଆଦିଲ୍ଲୀ:ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି। ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ ରଖାଯାଇଛି।!-->…
Read More...
Read More...
ବିଦା ହେଲେ ଡେରାବିଶ ସିଡିପିଓ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ!-->…
Read More...
Read More...
ବଢ଼ିଲା କନଷ୍ଟେବଳ ନିଯୁକ୍ତି ଆବେଦନର ସମୟ ସୀମା
ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି କରିଛନ୍ତି। ଏହି ତାରିଖ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଗତ ୬ ବର୍ଷ ନିଯୁକ୍ତି ବନ୍ଦ ଥିବାରୁ ମାମଲା!-->…
Read More...
Read More...