Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ତାଳଚୁଆରେ କରିପାରେ ଲ୍ୟାଣ୍ଡଫଲ
ଭୁବନେଶ୍ବର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ତେବେ!-->!-->!-->…
Read More...
Read More...
ଦାନା ପ୍ରଭାବରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର: ଦାନା ପ୍ରଭାବ ରେ ଆସନ୍ତା ୧୮ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଜିଲ୍ଲା ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସହ ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା!-->…
Read More...
Read More...
ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ନାମରେ ଧମକ ଦେଇ ପରିବାଵାଲା ଗିରଫ
ଜାମସେଦପୁର: ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ୫ କୋଟି ଟଙ୍କା ମାଗିଥିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ।
ପୋଲିସ ଅଧିକାରୀଙ୍କ କହିବାନୁସାରେ, ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ!-->!-->!-->…
Read More...
Read More...
ବାତ୍ୟା ‘ଦାନା’କୁ ନେଇ ଜନସାଧାରଣଙ୍କୁ ସଚେତନ କରାଉଛି ସୋଆ କମ୍ୟୁନିଟି ରେଡିଓ
ଭୁବନେଶ୍ୱର, ୨୩: ବଙ୍ଗୋପ ସାଗରରେ ଘୂର୍ଣ୍ଣିଝଡ଼ ‘ଦାନା’ ତୀବ୍ର ଗତିରେ ଓଡ଼ିଶା ଉପକୂଳ ମୁହାଁ ହେଉଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ଏହି ବିପଦପୂର୍ଣ୍ଣ ପରିସ୍ଥିତି ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବା ନିମନ୍ତେ ସୂଚନା ପ୍ରଦାନ କରିବା!-->…
Read More...
Read More...
ପ୍ରତି ୩ ଘଣ୍ଟାରେ ସୋସିଆଲ ମିଡିଆରେ ବାତ୍ୟାର ଅପଡେଟ୍ ଦେବେ ରାଜ୍ୟ ସରକାର
ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ଅକ୍ଟୋବର ୨୪ ରାତିରୁ ଅକ୍ଟୋବର ୨୫ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରତି ୩ ଘଣ୍ଟା ବ୍ୟବଧାନରେ ଅପଡେଟ୍ ଦେବେ ରାଜ୍ୟ ସରକାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଅଗ୍ନିଶମ ସେବାର ସୋସିଆଲ ମିଡିଆ ହ୍ୟାଣ୍ଡେଲଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ସୋସିଆଲ୍!-->!-->!-->…
Read More...
Read More...
ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଜାରି ହେଲା ଟେଲିଫୋନ ନମ୍ବର
ଭୁବନେଶ୍ବର; ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନୂତନ ପଦକ୍ଷପ ନେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି!-->…
Read More...
Read More...
ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।
ରାଜ୍ୟ ମହିଳା କମିଶନ!-->!-->!-->…
Read More...
Read More...
ବାତ୍ୟା ପାଇଁ ଓଏଏସ୍ ପ୍ରିଲିମ୍ ପରୀକ୍ଷା ସ୍ଥଗିତ
କଟକ: ବାତ୍ୟା ପାଇଁ ବଡ଼ ନିଷ୍ପତ୍ତି ନେଲା ଓଡ଼ିଶା ଲୋକସେବା ଆୟୋଗ। ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ। ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ!-->…
Read More...
Read More...
ହବିଷ୍ୟାଳିଙ୍କ ପାଇଁ ୨୪ ଓ ୨୫ ତାରିଖରେ ବନ୍ଦ ରହିପାରେ ମହାପ୍ରଭୁଙ୍କ ଦର୍ଶନ:ଜିଲ୍ଲାପାଳ
ପୁରୀ: ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି କହିଛି ପାଣିପାଗ ବିଭାଗ। ଏହି ସମୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିପାରେ। ସମ୍ଭାବ୍ୟ ବାତ୍ୟାକୁ ଆଖିରେ ରଖି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର!-->…
Read More...
Read More...
ବାତ୍ୟା ପାଇଁ ୨୦ଟି ଟ୍ରେନ ବାତିଲ
ନୂଆଦିଲ୍ଲୀ: ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍ ବାତିଲ ଘୋଷଣା କଲା ରେଲୱେ। ବାତ୍ୟା ‘ଦାନା’ ଲାଗି ପୂର୍ବତଟ ରେଳବାଇ ପକ୍ଷରୁ ଏନେକ ଟ୍ରେନ ବାତିଲ କରାଯାଇଛି। ଏହା ମଧ୍ୟରେ ଆଉ ୨୦ଟି ଟ୍ରେନ ବାତିଲ କରାଯାଇଛି। ଗତକାଲି ୨୦୦ ଟ୍ରେନ ବାତିଲ କରାଯାଇଥିବା ବେଳେ ପୁଣି ଆଜି ଆଉ ୨୦ଟି ଟ୍ରେନ ବାତିଲ!-->…
Read More...
Read More...