Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ‘ ଦାନା ‘
ଭୁବନେଶ୍ବର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ବାତ୍ୟା ' ଦାନା '। ଦାନା ବର୍ତ୍ତମାନ ଉତ୍ତର ପଶ୍ଚିମ ଦିଗ ରେ ଘଣ୍ଟା ପ୍ରତି ୧୨ କିମି ବେଗ ରେ ଅଗ୍ରସର ହେଉଛି। ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୪୬୦କିମି ଦୂର ରେ ଅବସ୍ଥିତ ରହିଛି ଦାନା ।ଦାନା ଆସନ୍ତା ୧୨!-->…
Read More...
Read More...
୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ୬ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରାଜ୍ୟ କ୍ୟାବିନେଟ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି!-->…
Read More...
Read More...
ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର: ବାତ୍ୟା ‘ଦାନା’ ପାଇଁ ୨୪ ଓ ୨୫ ତାରିଖ ଭୁବନେଶ୍ୱରରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବନ୍ଦ ରହିବ। ଏହି ସମୟରେ କୌଣସି ପର୍ଯ୍ୟଟକ ନଆସିବା ପାଇଁ କର୍ତ୍ତୃପକ୍ଷ କହିଛନ୍ତି।ବାତ୍ୟା ସମୟରେ ଜୀବ ଯନ୍ତୁମାନଙ୍କୁ ଖୁଆଡ଼ରେ ଭର୍ତ୍ତି କରାଯିବ। ସେମାନଙ୍କ ପାଇଁ ପର୍ଯ୍ୟପ୍ତ ପରିମାଣର!-->…
Read More...
Read More...
ପୋଖରିରୀ ବୁଡି ମା, ପୁଅ ଓ ଝିଅ ମୃତ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ। ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ। ଚିତ୍କାର ଶୁଣି ଦୁଇ ଛୁଆଙ୍କୁ!-->…
Read More...
Read More...
ୱାୟନାଡ ପାଇଁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି
ୱାୟନାଡ: ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି। ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଯାହାକୁ ନେଇ ବେଶ୍ ଚର୍ଚ୍ଚା ଚାଲିଛି। ଏଥି ନିମନ୍ତେ ସେ ଆଜି ନାମାଙ୍କନ!-->…
Read More...
Read More...
ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା
ଭୁବନେଶ୍ବର: ଓଡିଶା ଉପକୂଳ ଆଡକୁ ମାଡିଆସୁଛି ଦାନା। ଆସନ୍ତାକାଲି ନେବ ଭୀଷଣ ବାତ୍ୟାର ରୂପ। ୨୪ତାରିଖ ରାତି ଓ ୨୫ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିପାରେ ଦାନା। ପ୍ରଭାବରେ ଧାମରା, ପାରାଦୀପ ସହ କେନ୍ଦ୍ରାପଡା ରାଜକନିକାରେ ବର୍ଷା ଆରମ୍ଭ ହୋଇଛି। ସଂଧ୍ୟା!-->…
Read More...
Read More...
ବାତ୍ୟା ‘ଦାନା’ ପାଇଁ ଜାରି ହେଲା ଜରୁରୀକାଳୀନ ହେଲ୍ପଲାଇନ ନମ୍ବର
ଭୁବନେଶ୍ୱର: ବାତ୍ୟା ‘ଦାନା’ କୁ ନଜରରେ ରଖି ରାଜ୍ୟ ସରକାର ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଧୀନରେ ଥିବା ୧୫ଟି ଜିଲ୍ଲାର ଲୋକଙ୍କୁ ସହାୟତା କରିବା ପାଇଁ ଜରୁରୀକାଳୀନ ହେଲ୍ପଲାଇନ ଫୋନ୍ ନମ୍ବର ଜାରି କରିଛନ୍ତି। ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ତଦାରଖ କରିବା ପାଇଁ!-->…
Read More...
Read More...
ସମୁଦ୍ର କୂଳରେ ଲାଗୁ ହେଲା ୧୪୪ ଧାରା
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରକୋପ ଅନୁଭୂତ ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପୂର୍ବରୁ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସମୁଦ୍ର କୂଳରେ ଲାଗୁ ହୋଇଛି ୧୪୪ ଧାରା। ଏଥିସହ ପାରାଦୀପ ଠାରୁ ଏରସମା ଶିଆଳି ପର୍ଯ୍ୟନ୍ତ ସମୁଦ୍ର ତଟରେ ଏହି!-->…
Read More...
Read More...
ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମିଳିଲା ଜାମିନ
ମୁମ୍ବାଇ: ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି। ୨୦୦୧ରେ ଜୟା ଶେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା ଏବଂ ଛୋଟା ରାଜନଙ୍କ!-->…
Read More...
Read More...
ଅବସରପ୍ରାପ୍ତ ଆଇପିଏସ୍ ଲଳିତ ଦାସ ହେଲେ ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ
ଭୁବନେଶ୍ବର; ଅବସରପ୍ରାପ୍ତ ଆଇପିଏସ୍ ଲଳିତ ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶା ସବ୍ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ(ଓଏସ୍ଏସ୍ଏସ୍ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ଲଳିତ ଦାସଙ୍କୁ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି। ଏଥି ସହିତ!-->…
Read More...
Read More...