Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ତିରୁପତିର ଇସ୍କନ୍ ମନ୍ଦିରକୁ ବୋମା ଧମକ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କିଛି ହୋଟେଲକୁ ଧମକ ମିଳିବାର ୩ ଦିନ ମଧ୍ୟରେ ତିରୁପତିର ଇସ୍କନ୍ ମନ୍ଦିରକୁ ଧମକ ମିଳିଛି। ଧମକ ମିଳିବା ମାତ୍ରେ ମନ୍ଦିରର ପ୍ରତ୍ୟେକ କୋଣ ଅନୁକୋଣରେ ଅଗ୍ନିଶମ ବାହିନୀ, ପୋଲିସ୍ ଟିମ୍, ବମ୍ ସ୍କ୍ୱାଡ ଏବଂ ସନ୍ଧାନୀ କୁକୁରଙ୍କ ଦ୍ବାରା ଯାଞ୍ଚ କରାଯାଇଥିଲା!-->…
Read More...
Read More...
ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ଦୁର୍ନୀତିଗ୍ରସ୍ତ ସାବଧାନ, ସରକାର କେତେବେଳେ ବି ବାନ୍ଧି ପାରନ୍ତିଭୁବନେଶ୍ବର; ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ!-->…
Read More...
Read More...
ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।
!-->!-->!-->…
Read More...
Read More...
ଶିମିଳିପାଳରେ ମହାରାଷ୍ଟ୍ରର ମହାବଳ
ମୟୁରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟକୁ ଆସିଲେ ନୂଆ ଅତିଥି। ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ମୟୁରଭଞ୍ଜର ଶିମିଳିପାଳକୁ ଅଣାଯାଇଛି । ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ!-->…
Read More...
Read More...
୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା
ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ!-->!-->!-->…
Read More...
Read More...
ବିଷ ବଳୟରେ ରାଜଧାନୀ
ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍। ବିଷ ବଳୟରେ ଦିଲ୍ଲୀ। ଦିନକୁ ଦିନ ଏହା ବଢ଼ି ଚାଲିଛି। ଏବେଠାରୁ ଜହର ପାଲଟିଲାଣି ଦିଲ୍ଲୀ ବାୟୁ। ଫଳରେ ଅଣନିଶ୍ଵାସୀ ହେଲେଣି ରାଜଧାନୀବାସୀ। ଜଳବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ!-->…
Read More...
Read More...
ପୋଲିସ ପିନ୍ଧିବେ ବଡି କ୍ୟାମେରା
ଭୁବନେଶ୍ବର: ଅମାନିଆଙ୍କୁ ସାବାଡ୍ କରିବାକୁ ନୂଆ ଯୋଜନା ପ୍ରସ୍ତୁତ କରିଛି କମିଶନରେଟ ପୁଲିସ। ଥାନା ରିସେପସନ୍ ଦାୟିତ୍ୱରେ ଥିବା ଅଧିକାରୀ ପିନ୍ଧିବେ ବଡି କ୍ୟାମେରା। କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍ କଲା ବେଳେ ରିସେପସନରେ ବସୁଥିବା ପୋଲିସ୍!-->…
Read More...
Read More...
୬ ମାସ ଭିତରେ ମିଳିବ ୨୦ ଲକ୍ଷ ଲୋକଙ୍କୁ ଘର
ଭୁବନେଶ୍ବର; ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ବଡ ଘୋଷଣା। ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ। ବାଲେଶ୍ୱର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ତେବେ ବାତ୍ୟାରେ ଯେଉଁମାନଙ୍କ ଘର!-->…
Read More...
Read More...
ଆତଙ୍କବାଦୀଙ୍କ କ୍ୟାମ୍ପ ଧ୍ୱଂସ କଲେ ଯବାନ
ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ପୁଣି ଯବାନଙ୍କୁ ମିଳିଲା ସଫଳତା। ଜମ୍ମୁକାଶ୍ମୀର ପୁଞ୍ଚରେ ଆତଙ୍କବାଦୀଙ୍କ କ୍ୟାମ୍ପ ଧ୍ବଂସ କଲେ ଯବାନ। ଘଟଣାସ୍ଥଳରୁ ପାକିସ୍ତାନୀ ବନ୍ଧୁକ ସହ ହାଣ୍ଡ ଗ୍ରେନେଡ୍ ମଧ୍ୟ ଜବତ କରାଯାଇଥିବା ବେଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ସର୍ଚ୍ଚ ଅପରେଶନ ଜାରି!-->…
Read More...
Read More...
ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ
ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି।
ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା।!-->!-->!-->…
Read More...
Read More...