Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ମୁମ୍ବାଇ ରେଳ ଷ୍ଟେସନରେ ଦଳଚକଟା, ୯ ଗୁରୁତର
ମୁମ୍ବାଇ: ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଘଟିଛି ଅଘଟଣ। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା। ଆଜି ଭୋର୍ ପ୍ରାୟ ୬ ଟାବେଳେ ଏହି ଅଘଟଣ ଘଟିଛି। ଦଳାଚକଟାରେ ୯ ଯାତ୍ରୀ ଆହତ, ୨ ଜଣ ଗୁରୁତର।
!-->!-->!-->…
Read More...
Read More...
ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଲାଗିବ ଆଇପି କ୍ୟାମେରା
ଭୁବନେଶ୍ବର: ଟୁଇନସିଟିର ଆପାର୍ଟମେଣ୍ଟର ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ଏଣିକି ଲାଗିବ କ୍ୟାମେରା। ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା!-->…
Read More...
Read More...
ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ
ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼!-->…
Read More...
Read More...
ପୁଣି ରେଳ ଧାରଣାରେ କାଠଗଣ୍ଡି
ଲକ୍ଷ୍ନୌ: ପୁଣି ଟ୍ରେନ୍କୁ ଟାର୍ଗେଟ୍। ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ରେଳଧାରଣାରୁ ଏଲପିଜି ସିଲିଣ୍ଡର, ଲୁହାରଡ୍ ଓ ପଥର ମିଳିବା ପରେ ଏବେ ପ୍ରାୟ ୨ଫୁଟ ଲମ୍ୱ ଓ ୧୦ କେଜି ଓଜନର କାଠଗଣ୍ଡି ରଖି ଟ୍ରେନ୍ ଦୁର୍ଘଟଣା କରିବା ପାଇଁ ଏକ!-->…
Read More...
Read More...
ଘରେ ଲାଗିଲା ନିଆଁ, ଜୀବନ୍ତ ଜଳିଗଲେ ୪ ଯୁବକ
ଗୁରୁଗ୍ରାମ: ସର୍ଟ ସର୍କିଟରୁ ଘରେ ଲାଗିଲା ନିଆଁ। ଜୀବନ୍ତ ଜଳିଗଲେ ୪ ଯୁବକ। ହରିୟାଣାର ଗୁରୁଗ୍ରାମର ସରସ୍ୱତୀ ଏନକ୍ଲେଭରେ ଏକ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଗତ ବିଳମ୍ଵିତ ରାତିରେ ଏକ କୋଠରୀରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ନିଆଁ!-->…
Read More...
Read More...
ବାରିପଦାରୁ ୨୦ କେଜି ସୁନା ଜବତ
ବାରିପଦା: ବାରିପଦାରୁ ପୁଳା ପୁଳା ସୁନା ଜବତ। ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ବିପୁଳ ପରିମାଣର ସୁନା ଜବତ କରିଛି ଜିଏସଟି ଟିମ୍। ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।ଖବର ମୁତାବକ, କାଲି ମଧ୍ୟ ରାତ୍ରରେ ଏକ ଲଜିଷ୍ଟିକ୍ ଗାଡ଼ି କୋଲକତାରୁ ଜଳେଶ୍ୱର!-->…
Read More...
Read More...
ବାତ୍ୟା ବିପନ୍ନଙ୍କୁ କଟୁକଥା କହି ୪ ସରକାରୀ କର୍ମଚାରୀ ନିଲମ୍ବିତ
ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ!-->…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରେ କଲରାପତରିଆ ବାଘ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି । ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ।ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ।!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ। ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି।
ମିଳିଥିବା ସୂଚନା!-->!-->!-->…
Read More...
Read More...
ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ
ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ। ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିୟର ଛାତ୍ର ମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ହଷ୍ଟେଲ ପରିବର୍ତ୍ତନ କରାଯାଇଥିଲା। କ୍ୟାବିନ ବ୍ଲକରୁ ଦ୍ବିତୀୟ!-->…
Read More...
Read More...