ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ବାତ୍ୟାରେ ଘର ଭାଙ୍ଗିଯାଇଥିବା ପରିବାରକୁ ମିଳିବ ପକ୍କା ଘର: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ ଘୋଷଣା। ବାତ୍ୟାରେ ଚାଳ ଘର କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ବାତ୍ୟାରେ ଯେଉଁ ପରିବାରଙ୍କ ଘର ଭାଙ୍ଗିଯାଇଛି, କିମ୍ବା କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ ସରକାର ପକ୍କା ଘର ପାଇଁ ସହାୟତା ପ୍ରଦାନ କରିବେ। ଆଜି ବାତ୍ୟା ପରବର୍ତ୍ତୀ
Read More...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

ଦିଲ୍ଲୀ: ଅଡୁଆରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ
Read More...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି।ତେବେ ବାତ୍ୟା ଲ୍ୟାଣ୍ଡଫଲ୍
Read More...

ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା

ଭୁବନେଶ୍ବର: ସ୍ୱାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି
Read More...

ତିରୁପତି ମନ୍ଦିରକୁ ବୋମା ଧମକ

ଆନ୍ଧ୍ରପ୍ରଦେଶ: ସ୍କୁଲ, ହସପିଟାଲ ଓ ବିଭିନ୍ନ ଅନ୍ତର୍ଜାତୀୟ ବିମାନରେ ବୋମା ଧମକ ମିଳିବ ପରେ ଏବେ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ସମାନ ଧମକ ମିଳିବା ଆରମ୍ଭ ହୋଇଛି। ତିରୁପତି ମନ୍ଦିର ପରିସରରେ ଥିବା ଅନେକ ହୋଟେଲକୁ ଇମେଲ ମାଧ୍ୟମରେ ବୋମା ଧମକ ମିଳିଥିବା ସୂଚନା ରହିଛି। ସହରର ତିନୋଟି
Read More...

ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି

ନୂଆଦିଲ୍ଲୀ: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଏନସିପି ଦଳରେ ଯୋଗଦେବା ମାତ୍ରେ ଦଳ ତାଙ୍କୁ ଟିକେଟ ଦେବାକୁ ଘୋଷଣା କରିଥିଲେ।
Read More...

ଜଷ୍ଟିସ୍ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଅଛନ୍ତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ । ସେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୧୧ ତାରିଖରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ
Read More...

ବାତ୍ୟା ପାଇଁ ଶୁକ୍ରବାର କନ୍ଧମାଳ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

କନ୍ଧମାଳ: ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି
Read More...

ଦାନା ବଦଳାଉଛି ଗତିପଥ

ପଶ୍ଚିମବଙ୍ଗ ୧ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ନ୍ୟୁଜ୍ ବ୍ୟୁରୋ: ଘୂର୍ଣ୍ଣିବଳୟ ଦାନାର ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାର ବିଶେଷ ପ୍ରସ୍ତୁତି ଚଳାଇଛନ୍ତି। ପଶ୍ଚିମବଙ୍ଗ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ଦାନାର ପ୍ରଭାବକୁ ଦେଖି ଏକ ଲକ୍ଷରୁ ଅଧିକ
Read More...

ବାତ୍ୟା ‘ଦାନା’ ପାଇଁ ବନ୍ଦ ରହିବ ଧଉଳି

ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ଦୁଇ ଦିନ ଧଉଳି ଶାନ୍ତି ସ୍ତୁପ ପର୍ଯ୍ୟଟକ ମାନଙ୍କ ନିମନ୍ତେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଦାନା ର ଗଭୀର ପ୍ରଭାବ ରେ ଜିଲ୍ଲାର ସମୁନ୍ଦ୍ର ଉପକୂଳ ଅଞ୍ଚଳ ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପାଗ ଖରାପକୁ ଦୃଷ୍ଟିରେ ଆଖି ଆଗରେ ରଖି ଆଜି ଠାରୁ
Read More...