ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

Today’s Highlight

ପ୍ରକାଶ ପାଇଲା ଓଏଏସ୍‌ ରେଜଲ୍ଟ

ଶ୍ୱେତାଶ୍ରୀ ମହାପାତ୍ର ଟପ୍ପରକଟକ: ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍‌ ରେଜଲ୍ଟ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ
Read More...

୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ବନ୍ଦ ରହିବ ସାଧାରଣ ଦର୍ଶନ ନୂଆଦିଲ୍ଲୀ; ୨୪ରେ ଶ୍ରୀକ୍ଷେତ୍ର ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରି ତାଙ୍କ ସାନିଧ୍ୟ ଲୋଡିବେ। ଏଥିପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଶୁକ୍ରବାର ଛତିଶା ନିଯୋଗ ବୈଠକରେ ଅନୁମୋଦନ ପ୍ରଦାନ
Read More...

ଶ୍ରୀମନ୍ଦିରର ସିନିଅର ସୁପରଭାଇଜଙ୍କୁ ଆକ୍ରମଣ ଘଟଣାରେ,ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ।। ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ ଆଧାରରେ
Read More...

ରାଜଧାନୀରେ ସ୍ପା ନାଁରେ ଚାଲିଥିବା ସେକ୍ସ ରାକେଟ୍

ଭୁବନେଶ୍ବର; ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳାକାରନାମା। ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍। ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି । ସେଲୁନ୍ ଆଣ୍ଡ୍
Read More...

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ

ଭୁବନେଶ୍ବର: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ। ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।ପୁଣି ନବୀନଙ୍କ ଆଉ ଏକ ଛାପ ବଦଳିବାକୁ ଯାଉଛି। ପୂର୍ବ ସରକାରର ବହୁ ଚର୍ଚ୍ଚିତ ଯୋଜନା ‘ଆମ ଓଡିଶା, ନବୀନ ଓଡିଶା’ର
Read More...

ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀ ପରିବହନ କଲେ ଜେଲ

ନୂଆଦିଲ୍ଲୀ: ଚଳିତ ବର୍ଷ ଦୀପାବଳିରେ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍‌ରେ ବାଣ, ଗ୍ୟାସ ସିଲିଣ୍ଡର,
Read More...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶୁକ୍ରବାର ଜେଲ୍‌ରେ ଜଣେ ବିଚାରାଧୀନ କଏଦୀର ମୃତ୍ୟୁ ଘଟିଛି। ହେଲେ ପରିବାର ଲୋକେ ଅଭିଯୋଗ କରିଛନ୍ତି କି ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଛି। ମୃତ କଏଦୀ ଜଣକ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା
Read More...

କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କଲେ ନାୟବ ସିଂ ସାଇନି

ହରିୟାଣା: ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି ନାୟବ ସିଂ ସାଇନି। ସେ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ ଉପହାର। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କରିଛନ୍ତି। ଭବିଷ୍ୟତରେ ସମସ୍ତ ମେଡିକାଲ କଲେଜରେ ମାଗଣା
Read More...

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ

ନୂଆଦିଲ୍ଳୀ; ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ ହୋଇଥିବା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଛି ଜାମିନ। ଦୀର୍ଘ ୨୮ ମାସ ହେଲା ସେ ଜେଲରେ ଥିଲେ।
Read More...

ଶ୍ରୀମନ୍ଦିରରେ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ: ଅସୁରକ୍ଷିତ ହୋଇ ପଡିଛି ନିଳାଚଳଧାମ ପୁରୀ। କିଛି ଦିନ ବ୍ୟବଧାନରେ ପୁଣି ସହରରେ ବୁଲିଲା ଭୁଜାଲି। ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜରବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ମରଣାନ୍ତକ
Read More...