ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

Today’s Highlight

ସୋଆ ଗବେଷକଙ୍କ ଦ୍ୱାରା ବିକଶିତ ଔଷଧୀୟ ସୂତ୍ର ବ୍ୟବସାୟିକରଣ ନିମନ୍ତେ ପ୍ରସ୍ତୁତ

ଭୁବନେଶ୍ୱର , ଅକ୍ଟୋବର ୧୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଗବେଷକଙ୍କ ଦ୍ୱାରା ବିକଶିତ ହୋଇଥିବା ଏକ ଅଭିନବ ଔଷଧୀୟ ସୂତ୍ର ଯାହା ନିମନ୍ତେ ଗତ ବର୍ଷ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆର୍‌ଡିସି) ସହିତ ସୋଆ ବୈଷୟିକ ଅନୁମତି ନିମନ୍ତେ ବୁଝାମଣା କରିଥିଲା ସେହି ସୂତ୍ର
Read More...

୩ ଦିନିଆ ରିମାଣ୍ଡରେ ଯିବେ ୬ ଠକ

ଭୁବନେଶ୍ବର: ଭୁବନେଶ୍ବରରେ ଫେକ୍ କଲ୍ ସେଣ୍ଟର ଠାବ ଘଟଣାରେ ଗିରଫ ୬ ସାଇବର ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୋଲିସ। ସାରା ଦେଶରେ ଠକେଇର ତଦନ୍ତ ପାଇଁ ଗଠନ ହୋଇଛି ସ୍ପେଶାଲ ଟିମ୍। ଟିମ୍‌ରେ ସାଇଣ୍ଟିଫିକ୍ ଓ ଟେକ୍ନିକାଲ୍ ଅଫିସର୍ ସାମିଲ୍‌ ହୋଇଛନ୍ତି। କୋର୍ଟରୁ ଅନୁମତି ନେଇ
Read More...

ବାଲ୍ୟ ବିବାହ ଉପରେ ଗାଇଡଲାଇନ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି ବ୍ୟକ୍ତିଗତ ନିୟମ ଅନୁଯାୟୀ ପରମ୍ପରା ଦ୍ୱାରା ବାଲ୍ୟ ବିବାହ ପ୍ରତିବନ୍ଧକ ଆଇନ ବାଧାପ୍ରାପ୍ତ ହୋଇପାରିବ ନାହିଁ। ଏକ ଏନଜିଓ ଦ୍ୱାରା ଦାଖଲ କରାଯାଇଥିବା
Read More...

୨୦ ଅକ୍ଟୋବର ରୁ ଅଶାନ୍ତ ହେବ ବଙ୍ଗୋପସାଗର

ସିଷ୍ଟମ୍ ସୃଷ୍ଟି ପାଇଁ ପାଗ ଅନୁକୂଳ ୨୩-୨୫ ଉପକୂଳ ଓଡ଼ିଶା ରେ ବର୍ଷା ସମ୍ଭାବନା ଭୁବନେଶ୍ବର: ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡମାନ ସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ରେ
Read More...

କର୍କଟ ଚିକିତ୍ସା ନିମନ୍ତେ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ

ବ୍ରହ୍ମପୁର ସମ୍ ହସ୍ପିଟାଲ୍‌ରେ କେମୋଥେରାପି ଚିକିତ୍ସା ଆରମ୍ଭଭୁବନେଶ୍ୱର, ଅକ୍ଟୋବର ୧୭: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ
Read More...

ସରକାର ରବି ଫସଲଗୁଡ଼ିକର ବଢ଼ାଇଲେ ଏମଏସପି

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟିନୂଆଦିଲ୍ଲୀ; କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। କ୍ୟାବିନେଟ ବୈଠକରେ ରବି ଫସଲଗୁଡ଼ିକ
Read More...

ନ୍ୟାୟଦେବୀ ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ

ଭାରତୀୟ ଆଇନ ଅନ୍ଧ ନୁହେଁ ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି ନୂଆଦିଲ୍ଳୀ: ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ। ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟରେ
Read More...

ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩
Read More...

ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି

ହରିୟାଣା: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। ହରିୟାଣା ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ ନାଏବ ସିଂ ସାଇନି। ଆଜି ସୈନୀଙ୍କୁ ନବନିର୍ବାଚିତ ବିଧାୟକ ଦଳ ବୈଠକରେ ପୁଣି ନେତା ଭାବେ ନିର୍ବାଚିତ କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ
Read More...

ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ

ଭୁବନେଶ୍ବର: ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଆର୍ଟିଫିସିଆଲ ଇ​​‌ଣ୍ଟେଲିଜେନ୍ସ (ଏଆଇ) । ପରୀକ୍ଷା ଚାଲିଥିବା ବେଳେ କୌଣସି ମାନବ ହସ୍ତକ୍ଷେପ କରାଯିବ ନାହିଁ। ଗତବର୍ଷ ୬ଟି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ବ୍ୟବସ୍ଥାର ପ୍ରୟୋଗ କରାଯାଇଥିଲା ଯାହା ସଫଳ ହୋଇଛି । ଏହା ପରେ ଏବେ
Read More...