Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଏବେ ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ
ଭୁବନେଶ୍ବର; ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର। ଓଡ଼ିଶା ସରକାର ପୋଲିସ ପ୍ରଶାସନରେ ପଦୋନ୍ନତି ପାଇଁ ଯୋଗ୍ୟତା ନିୟମକୁ ପରିବର୍ତ୍ତନ କରିଛନ୍ତି। ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ। ପୂର୍ବରୁ ଏହା ୧୦ ବର୍ଷ ଥିଲା।ନିଷ୍ପତ୍ତି ଅନୁଯାୟୀ, ପୋଲିସ ଏସଆଇରୁ!-->…
Read More...
Read More...
ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି
ଭୁବନେଶ୍ବର: ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ୱ ଓ!-->…
Read More...
Read More...
ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାଇସି ଚଳିତ ମାସ ଶେଷ ହେବ ବୋଲି ଆଶା କରାଯାଉଛି।!-->…
Read More...
Read More...
ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ
କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...
ସମ୍ପତ୍ତି ପାଇଁ ବଡ ଭାଇକୁ ହତ୍ୟା
ଗଞ୍ଜାମ: ସମ୍ପତ୍ତି ଆଗରେ ବଡଭାଇ ତୁଚ୍ଛ। ଗଞ୍ଜାମ ଜିଲା ଆସିକାରେ ଏଭଳି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା!-->…
Read More...
Read More...
ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ
ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ!-->…
Read More...
Read More...
ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ନ.ଭାସ୍କର ରାଓଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି
ରାୟଗଡା: ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।!-->…
Read More...
Read More...
ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର
ଏସଓପି ଆଣିଲେ ରାଜ୍ୟ ସରକାର
କଟକ: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ ସିସିଟିଭି ଲଗାଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର, ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି।
ଏସଓପି ଅନୁସାରେ,!-->!-->!-->!-->!-->…
Read More...
Read More...
ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ!-->…
Read More...
Read More...
ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ
ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ। ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ମାଣ୍ଡାରିନ୍ ଭାଷାରେ କଥାବାର୍ତ୍ତା କରୁଥିବାରୁ ହୋଇଥିଲା ସନ୍ଦେହ। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍।
ଉଦ୍ଧାର ବେଳେ ମହିଳା ଜଣକ!-->!-->!-->…
Read More...
Read More...