Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଦକ୍ଷିଣ ବଙ୍ଗୋପସାଗର ରେ ସକ୍ରିୟ ରହିଛି ସଦୃଶ ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଆଜି ସମଗ୍ର ଦେଶ ରୁ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। କ୍ରମଶଃ ଉତ୍ତର ପୂର୍ବ ମୌସୁମୀ ବାୟୁ ଦେଶ ର ଦକ୍ଷିଣ ପୂର୍ବ ଭୂଖଣ୍ଡ ରେ ପ୍ରଭାବ ବିସ୍ତାର କରିବ। ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ!-->!-->!-->…
Read More...
Read More...
ଖୁବଶୀଘ୍ର ଡିଜିଟାଲ ପ୍ଲାଟଫର୍ମରେ ଓଡ଼ିଆ ଭାଷାର ବ୍ୟବହାର ହେବ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଆ ୟୁଜର୍ସମାନଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ଡିଜିଟାଲ ପ୍ଲାଟଫର୍ମରେ ଓଡ଼ିଆ ଭାଷାର ବ୍ୟବହାର ହେବ । ବିଭିନ୍ନ ସର୍ଚ୍ଚ ଇଂଜିନ ଏବଂ ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାରେ ସଠିକ ଏବଂ ନିର୍ଭୁଲ ତଥ୍ୟ ପାଇପାରିବା ସମ୍ଭବପର ହୋଇପାରୁନାହିଁ, ଯାହା ଫଳରେ ଡିଜିଟାଲ!-->…
Read More...
Read More...
କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି
ନୂଆପଡ଼ା: ଖେଳ ସରିବାକୁ ଅଢ଼େଇ ମିନିଟ୍ ଥିଲା। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି ନୂଆପଡ଼ା ଜିଲାରେ। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ ହେଲେ କବାଡି କୋର୍ଟରେ ଖେଳିଗଲା ଶୋକର ଛାୟା ।ନୂଆପଡା ଜିଲ୍ଲା କୋମନା ବ୍ଲକ!-->…
Read More...
Read More...
ଅକ୍ଟୋବର ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା। ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା ଚିଠିରେ ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରାଯାଇଛି। ଲେଫ୍ଟନାଣ୍ଟ!-->…
Read More...
Read More...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର, ଅକ୍ଟୋବର ୧୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କୁ ନେଇ ସୋମବାର!-->…
Read More...
Read More...
ମୁମ୍ବାଇରେ ଟୋଲ ଫି ହେଲା ମାଗଣା
ମହାରାଷ୍ଟ୍ର: ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରର ସିନ୍ଦେ କ୍ୟାବିନେଟ୍ ଏକ ବଡ଼ ଘୋଷଣା କରିଛନ୍ତି। ମହାରାଷ୍ଟ୍ର ସରକାର ମୁମ୍ବାଇରେ ପ୍ରବେଶ କରୁଥିବା ସମସ୍ତ ପାଞ୍ଚଟି ଟୋଲ ବୁଥରେ ଲାଇଟ ମୋଟର ଯାନ ପାଇଁ ଟୋଲ ଫି ସମ୍ପୂର୍ଣ୍ଣ ଛାଡ ଘୋଷଣା କରିଛନ୍ତି। ଏହି ନିୟମ ସୋମବାର ରାତି ୧୨!-->…
Read More...
Read More...
ଏଥର ଦୀପାବଳୀରେ ଫୁଟିବନି ବାଣ
ନୂଆଦିଲ୍ଲୀ: ପୁଣି ଥରେ ଦିଲ୍ଲୀରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ଉପରେ ସଂପୂର୍ଣ୍ଣ ରୋକ ଲଗାଇଛନ୍ତି ସରକାର। ଏଥର ବି ଦୀପାବଳୀରେ ଫୁଟିବନି ବାଣ। ଦିଲ୍ଲୀ ଏନସିଆରରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବାକୁ ମନା କରିଛନ୍ତି। ତେବେ ଆଗାମୀ ୨୦୨୫ ଜାନୁଆରୀ ୧ ଯାଏଁ ଏହି କଟକଣା!-->…
Read More...
Read More...
ବଢ଼ିଲା କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା
ନୂଆଦିଲ୍ଲୀ: ବଢ଼ିଲା କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା। କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା ବୃଦ୍ଧି କରିଛି ଗୃହ ମନ୍ତ୍ରଣାଳୟ। ଚିରାଗଙ୍କୁ ସିଆରପିଏଫର Z ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ଚିରାଗଙ୍କ ସୁରକ୍ଷା ପାଇଁ ପୂର୍ବରୁ!-->…
Read More...
Read More...
ହସ୍ପିଟାଲରେ ଭର୍ତ୍ତି ହେଲେ ଉଦ୍ଧବ ଠାକରେ
ମହାରାଷ୍ଟ୍ର: ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧବ ଠାକରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ରହିଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ!-->…
Read More...
Read More...
ଆଜି ମେଲାଣି ନେଇଛନ୍ତି ମା’ ଦୁର୍ଗା।
ଭୁବନେଶ୍ବର; ଆଜି ମେଲାଣି ନେଇଛନ୍ତି ଜଗତ୍ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ!-->…
Read More...
Read More...