Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ୨ମୃତ ,୧୨ ଆହତ
ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଥିବା ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୧୨ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଜଣେ ନିଖୋଜ ଥିବା କୁହାଯାଉଛି। ବିସ୍ଫୋରଣ ଏତେ ବଡ ଥିଲା ଯେ ସମଗ୍ର କୋଠା ଭୁଶୁଡି ପଡିଛି। ଅନେକ କର୍ମଚାରୀ!-->…
Read More...
Read More...
ପୋଲିସ ଏନକାଉଣ୍ଟରରେ ୫ ନକ୍ସଲ ନିହତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡ଼ଚିରୋଲି ପୋଲିସକୁ ମିଳିଛି ବଡ ସଫଳତା। ମହାରାଷ୍ଟ୍ରର ଗଡ଼ଚିରୋଲି ଭାମରାଗଡ ତହସିଲ ଅନ୍ତର୍ଗତ କୋପରଶୀରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ସି୬୦!-->…
Read More...
Read More...
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସରକାର ଯନ୍ତ୍ରୀ। ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଚଢ଼ାଉ। କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚାଲିଛି ରେଡ୍।
!-->!-->…
Read More...
Read More...
ଗ୍ୟାସ୍ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର
ଉତ୍ତର ପ୍ରଦେଶ: ଗ୍ୟାସ୍ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର। ଉତ୍ତର ପ୍ରଦେଶ ସିକନ୍ଦରାବାଦ ଥାନା ଆଶାପୁରୀ ସାହିରେ ଘଟିଛି ଏହି ଅଘଟଣ । ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି।!-->…
Read More...
Read More...
ବାତ୍ୟା ପାଇଁ ୧୪ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ସରକାର
ଭୁବନେଶ୍ବର: ବାତ୍ୟା ପାଇଁ ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା!-->…
Read More...
Read More...
ବାତ୍ୟା ‘ଦାନା’ ପାଇଁ ଘୁଞ୍ଚିଲା ଏନ୍ଆର୍ଟିଏସ୍ ଓ ପ୍ରାଥମିକ ବୃତ୍ତି ପରୀକ୍ଷା
ଭୁବନେଶ୍ବର; ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍ଆର୍ଟିଏସ୍ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା!-->…
Read More...
Read More...
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ି ପଳାନ୍ତୁ
ଭୁବନେଶ୍ବର; ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ!-->…
Read More...
Read More...
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା!-->…
Read More...
Read More...
ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ଭୁବନେଶ୍ବର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର। ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ!-->…
Read More...
Read More...
ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରୁହନ୍ତୁ : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତାକାଲି ଏହା ଅବପାତ ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ!-->…
Read More...
Read More...