ପ୍ରମୁଖ ଖବର

ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ
ବାହାହୋଇ ୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ
ଗୁଜୁରାଟର ଆଟଲାଣ୍ଟିସ ବିଲ୍ଡଂରେ ବଡ ଧରଣର ଅଗ୍ନିକାଣ୍ଡ
ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍
ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍
କୋର୍ଟରେ ହାଜର ହେଲେ ରାଜା ଚକ୍ର
ଅମରାବତି ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ
Browsing Category

Today’s Highlight

ସାମ୍ପୁଲ୍ ଟେଷ୍ଟରେ ଫେଲ୍ ହେଲା ୧୩୫ଟି ଔଷଧ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ଡିସେମ୍ବରରେ ନିଆଯାଇଥିବା ଔଷଧ ନମୁନାର ଫଳାଫଳ ପ୍ରକାଶ କରିଛି। ଏହି ଫଳାଫଳ ମୁତାବକ, ଔଷଧର ଗୁଣବତ୍ତା ୧୩୫ରୁ ଅଧିକ ପାରାମିଟରରେ ଅବୈଧ ବୋଲି ଜଣାପଡିଛି। ଯେଉଁ ଔଷଧଗୁଡ଼ିକର ନମୁନା ବିଫଳ ହୋଇଛି। ସେମାନଙ୍କ ମଧ୍ୟରେ
Read More...

ବଢ଼ିଲା ବିବାଦୀୟ ଆଇପିଏସ ରାଜେଶ ପଣ୍ଡିତଙ୍କ ନିଲମ୍ୱନ ଅବଧି

ଭୁବନେଶ୍ବର: ବଢ଼ିଲା ବିବାଦୀୟ ଆଇପିଏସ ରାଜେଶ ପଣ୍ଡିତଙ୍କ ନିଲମ୍ବନ ଅବଧି। ଆଜି ତାଙ୍କର ୧୨୦ ଦିନିଆ ନିଲମ୍ବନ ଅବଧି ଶେଷ ହେଉଥିବା ବେଳେ ପୁଣି ୬୦ ଦିନ ନିଲମ୍ବନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।ସୂଚନା ଅନୁସାରେ, ରାଜେଶ
Read More...

ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢ଼ିଲା ଅଡୁଆ। ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଏହି ଘଟଣାକୁ ନେଇ ରାଜ୍ୟସରକାରଙ୍କୁ ଜବାବା ତଲବ ମଧ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ। ୪ ସପ୍ତାହ ମଧ୍ୟରେ ରାଜ୍ୟ
Read More...

ଓଡ଼ିଶାର ୧୯ ଜଣ ପୋଲିସ ଅଧିକାରୀ ପାଇବେ ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ଜଣ ପୋଲିସ ଅଧିକାରୀ ପାଇବେ ପଦକ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ସୁପରିଟେଣ୍ଡଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। କନଷ୍ଟେବଲ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର। ସାହସିକତା ପାଇଁ ୬ ଜଣଙ୍କୁ ମିଳିବ
Read More...

ସଂସଦୀୟ କମିଟି ବୈଠକରେ ହଟ୍ଟଗୋଳ ପାଇଁ ୧୦ ଏମ୍‌ପି ନିଲମ୍ବିତ

ନୂଆଦିଲ୍ଲୀ; ଆଜି ସଂସଦ ପରିସରରେ ୱାକଫ ସଂଶୋଧନ ବିଲ୍, ୨୦୨୪ ଉପରେ ମିଳିତ ସଂସଦୀୟ କମିଟି (ଜେପିସି)ର ଏକ ବୈଠକ ବସିଥିବା ବେଳେ ଏଥିରେ ହଙ୍ଗାମା କରିଥିଲେ ବିରୋଧୀ ସାଂସଦ। ଯେଉଁଥିରେ ଅଧ୍ୟକ୍ଷ ଅତିଷ୍ଟ ହୋଇ ପରିଶେଷରେ ବିରୋଧୀ ଦଳର ୧୦ ଜଣ ସାଂସଦଙ୍କୁ ନିଲମ୍ବନ କରିଥିଲେ।ବୈଠକ ପୂର୍ବରୁ
Read More...

ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ
Read More...

ବାରବାଟୀ ଦିନିକିଆ ପାଇଁ ଅନଲାଇନ ଓ ଅଫଲାଇନ ଟିକେଟ ବିକ୍ରି

କଟକ: ଭାରତ ବନାମ ଇଂଲଣ୍ଡ ମ୍ୟାଚ୍ ଏକଦିବସୀୟ ବାରବାଟୀ ଷ୍ଟାଡିଅମରେ ଖେଳାଯିବ। ଏଥିପାଇଁ ୨ ଫେବ୍ରୁଆରୀ ଜୋମାଟୋ ଓ ପେଟିଏମରେ ଉପଲବ୍ଧ ହେବ ୪ ହଜାର ଅନଲାଇନ ଟିକେଟ। ସେହିପରି କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୫ଓ ୬ରେ କାଉଣ୍ଟରରୁ ଟିକେଟ୍‌ କିଣିପାରିବେ। ଅଫଲାଇନରେ ଟିକେଟ୍ ବିକ୍ରି ସକାଳ ୯
Read More...

ସ୍ତ୍ରୀ ଆଗରେ ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ

ବେଙ୍ଗାଲୁରୁ: ସ୍ତ୍ରୀ ଘର ଆଗରେ ନିଜ ଦେହରେ ନିଆଁ ଲଗାଇ ସ୍ୱାମୀ ଜୀବନ୍ତ ଦଗ୍ଧ। ଏଭଳି ଏକ ଅଭାବନୀୟ ଘଟଣା ବେଙ୍ଗାଲୁରୁର ଜ୍ଞାନଭାରତୀ ଅଞ୍ଚଳରେ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡିଛି। ସ୍ତ୍ରୀଙ୍କୁ ମନାଇ ନ ପାରି ଶେଷରେ ନିଜକୁ ଜାଳିଦେଇଛନ୍ତି ସ୍ବାମୀ। ସ୍ତ୍ରୀ ରହୁଥିବା
Read More...

ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା

ନୂଆଦିଲ୍ଲୀ: ହଟିଲା କେଜ୍ରିୱାଲଙ୍କ ଜେଡ୍ ପ୍ଲସ୍ ସୁରକ୍ଷା। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଅତିରିକ୍ତ ସୁରକ୍ଷା ପ୍ରତ୍ୟାହାର କରିବାକୁ ପଞ୍ଜାବ ପୋଲିସ ନିଷ୍ପତ୍ତି ନେଇଛି। ଦିଲ୍ଲୀ ପୋଲିସର ଆପତ୍ତି ପରେ ଏହି ନିଷ୍ପତ୍ତି ନିଆଯାଇଛି, ଯାହା
Read More...

ତାଡିନେଲେ ଏଟିଏମ୍

ଟଙ୍କା ଲୁଟି ଗଙ୍ଗୁଆରେ ଫିଙ୍ଗିଦେଲେ ମେସିନ୍‌ଭୁବନେଶ୍ବର: ତାଡିନେଲେ ଏଟିଏମ। ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ରାଜଧାନୀରେ ଏବେ ମାତିଛନ୍ତି ଏଟିଏମ ଲୁଟେରା। ପୋଲିସକୁ ଚକମା ଦେଇ ରାଜଧାନୀରେ ରାତାରାତି ଗାଏବ ହୋଇଯାଉଛି ଏଟିଏମ ମେସିନ। ଆଉ ମେସିନ୍‌ରେ କଣ୍ଟା ପୁରାଇ
Read More...