Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ବାବା ସିଦ୍ଦିକୀ ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତ ଚିହ୍ନଟ
ମୁମ୍ବାଇ: ବାବା ସିଦ୍ଦିକୀ ହତ୍ୟା ମାମଲାରେ ପୋଲିସକୁ ମିଳିଲା ଆଉ ଏକ ବଡ ସଫଳତା। ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ। ଚତୁର୍ଥ ଅଭିଯୁକ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ମୁମ୍ବାଇ ପୋଲିସ। ତିନି ଜଣ ସୁଟରଙ୍କ ବ୍ୟତୀତ ସେମାନଙ୍କୁ ନିର୍ଦ୍ଦେଶ ଦେଇଥିବା ସନ୍ଦିଗ୍ଧ!-->…
Read More...
Read More...
ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଆସନ୍ତା ୨୪ ତାରିଖର ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ସେ ସ୍ଵୀକୃତି ପ୍ରଦାନ କରିଛନ୍ତି।!-->…
Read More...
Read More...
ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ କୁଡୁଆ
ପୁରୀ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।
ମନ୍ତ୍ରୀ ଆହୁରି କହିଛନ୍ତି ଯେ,!-->!-->!-->…
Read More...
Read More...
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା
ମହାରାଷ୍ଟ୍ର: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କୁ ମୁମ୍ବାଇର ବାନ୍ଦ୍ରା ଠାରେ ଗୁଳିମାଡ ହୋଇଛି।ଶନିବାର ବିଳମ୍ବିତ ସନ୍ଧ୍ୟାରେ ସିଦ୍ଦିକିଙ୍କୁ ବାନ୍ଦ୍ରାରେ ଥିବା ପୁଅଙ୍କ ଅଫିସ ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା। ଗୁଳିମାଡ ପରେ!-->…
Read More...
Read More...
ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର
ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି।
ଦକ୍ଷିଣ ପୂର୍ବ!-->!-->!-->…
Read More...
Read More...
ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ
ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି!-->…
Read More...
Read More...
ମହାଷ୍ଟମୀ ଭୋଗ ଖାଇ ପ୍ରାୟ ୧୫୦ ଅସୁସ୍ଥ
ପୁରୀ: ଦୁର୍ଗା ପୂଜା ଉତ୍ସବରେ ଶନିବାର ଦିନ ପ୍ରସାଦ ସେବନ କରିବା ପରେ ପୁରୀରେ ଅତି କମରେ ୧୫୦ ଲୋକ ଅସୁସ୍ଥ ହୋଇପଡିଛନ୍ତି। ପୁରୀର ଗୋପ ବ୍ଲକର ଓଟଙ୍ଗା ଗ୍ରାମରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।
ଗତ ୧୦ ତାରିଖ ରାତିରେ ମା’ ତାରାଦେଇଙ୍କ ପାଖରେ ଗ୍ରାମବାସୀଙ୍କ ପକ୍ଷରୁ ମହାଷ୍ଟମୀ!-->!-->!-->…
Read More...
Read More...
୧୭ରେ ଶପଥ ନେବେ ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ହରିୟାଣା: ହରିୟାଣାର ନୂଆ ସରକାର ଆସନ୍ତା ୧୭ ତାରିଖରେ ଶପଥ ନେବେ। ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂହ ସୋନୀ ଶପଥ ଗ୍ରହଣ କରିବେ ।ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ପଞ୍ଚକୁଲାରେ ଅନୁଷ୍ଠିତ!-->…
Read More...
Read More...
କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ: ମୁଖ୍ୟମନ୍ତ୍ରୀ
କଟକ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ମାର୍ଟସିଟି ହେବ କଟକ। ଆଜି କଟକରେ ପୂଜା ମଣ୍ତପ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗମୀ ଦିନରେ କଟକ ସ୍ମାର୍ଟସିଟି ହେବ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ!-->!-->!-->…
Read More...
Read More...
ସରକାର ଗଠନ ପାଇଁ ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର!-->…
Read More...
Read More...