Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଇସ୍ତଫା ଦେଲେ ଓମାର ଅବଦୁଲ୍ଲା
ବଡ଼ଗାମ: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ବିଧାନସଭା ନିର୍ବାଚନମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି। ପ୍ରୋଟେମ ସ୍ପିକର୍ ମୁବାରକ ଗୁଲ ଏହି ଘୋଷଣା କରିଛନ୍ତି। ଓମାର ପାରିବାରିକ ଗଡ଼ ଗାନ୍ଦରବଲ ଆସନରୁ ନିଜ ପାଖରେ ରଖିଛନ୍ତି।
ଏହି ଅବସରରେ ମୁବାରକ ଗୁଲ ବିଧାନସଭାର ସଦସ୍ୟମାନଙ୍କୁ!-->!-->!-->…
Read More...
Read More...
ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୋଆ ଛାତ୍ର କୃତକାର୍ଯ୍ୟ
ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ)ର ୨୦୨୦ ପାସ ଆଉଟ ଛାତ୍ର ଶ୍ରୀ ସୌମେଶ ଆଚାର୍ଯ୍ୟ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି । ଏହି!-->…
Read More...
Read More...
ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ
ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।
!-->!-->!-->…
Read More...
Read More...
ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ୍ ଏସଆଇ
ଖଣ୍ଡପଡା: ପୋଲିସ୍ ଏସଆଇ ମାମଲାକୁ ରଫାଦଫା କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ। ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ!-->…
Read More...
Read More...
କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି
ଭୁବନେଶ୍ବର; କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା!-->…
Read More...
Read More...
ବାତ୍ୟା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର: ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ!-->…
Read More...
Read More...
ସଦୃଶ ଲଘୁଚାପ ରେ ପରିଣତ ହେଲା ଲଘୁଚାପ
୨୩ ରେ ନେବ ବାତ୍ୟା ର ରୂପ
ଭୁବନେଶ୍ବର; ଉତ୍ତର ଆଣ୍ଡମାନ ସାଗର ରେ ଥିବା ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସକାଳେ ଅବପାତ ରେ ପରିଣତ ହେବ ଓ ଉତ୍ତର ପଶ୍ଚିମ ଦିଗ ରେ!-->!-->!-->…
Read More...
Read More...
ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ବ୍ରତ ସରଞ୍ଜାମ ଦେଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ଆଦି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ!-->…
Read More...
Read More...
ବୃଦ୍ଧି ହେଲା ବିମାନଯାତ୍ରା ସମୟରେ ଦୁର୍ଘଟଣାର କ୍ଷତିପୂରଣ ରାଶି
ନୂଆଦିଲ୍ଳୀ; ଅନ୍ତର୍ଜାତୀୟ ଉଡାଣ ସମୟରେ ଯାତ୍ରୀଙ୍କ ସହାୟତା କ୍ଷେତ୍ରରେ ଦିଆଯାଉଥିବା କ୍ଷତିପୂରଣରେ ବୃଦ୍ଧି ଘଟିଛି। ଏଥିରେ ବିମାନରେ ବିଳମ୍ବ, ଯାତ୍ରା ସମୟରେ ଦୁର୍ଘଟଣା ଯୋଗୁଁ ଆହତ ବା ମୃତ୍ୟୁ ହେଲେ କ୍ଷତିପୂରଣ ସାମିଲ କରାଯାଇଛି। ଅନ୍ତର୍ଜାତୀୟ ନାଗରିକ ଉଡ୍ଡୟନ ସଙ୍ଗଠନ (ଆଇସିଏଓ)!-->…
Read More...
Read More...
ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା
ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି। ରାଜ୍ୟରେ ୩ ଦଳ ମଧ୍ୟରେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ ହେବା ପରେ ଆଜି ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୯୯ ଜଣଙ୍କୁ ଦଳ ପକ୍ଷରୁ!-->…
Read More...
Read More...