Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍
ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇଛି। ବରମୁଣ୍ଡାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବାବେଳେ ଏକ ସିଏନଜି ଟ୍ୟାଙ୍କରର ଗ୍ୟାସ ଲିକ ହୋଇଥିବା ଜଣାପଡ଼ିଛି। ଗ୍ୟାସ ଟ୍ୟାଙ୍କର ଭାଲଭ ଖୋଲିଯିବାରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି।
!-->!-->!-->…
Read More...
Read More...
ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି
ଭୁବନେଶ୍ବର: ରାଜ୍ୟରେ ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର; ଆଇଏଏସ୍ ସ୍ତରରେ ହୋଇଛି ବଡ ଅଦଳବଦଳ। ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ!-->…
Read More...
Read More...
ପଦ୍ମ ପୁରସ୍କାର ପ୍ରାପ୍ତଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା
ଭୁବନେଶ୍ବର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ମାସିକ ୩୦ ହଜାର ଟଙ୍କା ପ୍ରଦାନ କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।
ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ!-->!-->!-->…
Read More...
Read More...
ସଫେଇ କର୍ମଚାରୀଙ୍କୁ ନିର୍ମମ ହତ୍ୟା
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି। ମୃତ ଯୁବକଙ୍କ ନାଁ!-->…
Read More...
Read More...
କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗସ୍-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ
ଭୁବନେଶ୍ୱର , ୯/୧୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।
ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି!-->!-->!-->…
Read More...
Read More...
ଗୋ ହତ୍ୟାକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟନୁଷ୍ଠାନ
ଭୁବନେଶ୍ବର: ଗୋମାତାଙ୍କ ସୁରକ୍ଷା ପାଇଁ ଆସିବ କଡା ଆଇନ। ଗୋ ନବରାତ୍ର ଅବସରରେ ଗୋ ଚାଲାଣକାରୀ ଓ ଗୋ ହତ୍ୟାକରୀଙ୍କୁ କଡା ଚେତାବନୀ ଦେଇଛନ୍ତି ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ୍। ଗୋ ଚାଲାଣ ଆଇନ କଡ଼ାକଡ଼ି ହେବ ସହିତ ଗୋ ଚାଲାଣ, ଗୋ ହତ୍ୟାକାରୀଙ୍କ ବିରୋଧରେ!-->…
Read More...
Read More...
ବିଜେଡି କାଉନ୍ସିଲରଙ୍କ ଘରୁ ୪ ମାସର ଶିଶୁ ପୁତ୍ର ଉଦ୍ଧାର
ରେମୁଣା: ବିଜେଡି କାଉନ୍ସିଲରଙ୍କ ଘରୁ ଶିଶୁ ପୁତ୍ର ଉଦ୍ଧାର। ବାଲେଶ୍ଵର ଜିଲା ରେମୁଣାର ଜଣେ ବିଜେଡି କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର ହୋଇଛି। କାଉନସିଲରଙ୍କ ଭଉଣୀ ଉକ୍ତ ଶିଶୁପୁତ୍ରକୁ ଘରେ ଲୁଚାଇ ରଖିଥିବା ଅଭିଯୋଗ ହୋଇଥିଲା। ଚାଇଲ୍ଡଲାଇନ ଅଧିକାରୀ ଓ ପୁଲିସ୍ ବିଜେଡି!-->…
Read More...
Read More...
କଟକ ଛାତ୍ରୀ ଗଣଦୁଷ୍କର୍ମ ଘଟଣା, ଏକ ତରଫା ପ୍ରେମର ପ୍ରତିଶୋଧ
କଟକ: କଟକ ଛାତ୍ରୀ ଗଣଦୁଷ୍କର୍ମ ଘଟଣାରେ ସାମ୍ନାକୁ ଆସିଲା ମୁଖ୍ୟ ଅଭିଯୁକ୍ତ ଆଶୁତୋଷ ବେହେରାର ଫଟୋ। ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। କିନ୍ତୁ ଘଟଣା ପଛରେ ଅଛି ପ୍ରେମର ବିରହ ନିଆଁରେ ପ୍ରତିଶୋଧ ପରାୟଣ ହୋଇ ସାଙ୍ଘାତିକ!-->…
Read More...
Read More...
ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ୨ ଗିରଫ
ଦଶରଥପୁର: ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ଯାଜପୁର ଜିଲ୍ଲା ଦଶରଥପୁର ଥାନା ଅଞ୍ଚଳରେ ୨ ଗିରଫ କଲା ପୋଲିସ। ଅଭିଯୁକ୍ତ ୨ ଜଣ ହେଲେ ଦିପ୍ତିରଞ୍ଜନ ପାଣିଗ୍ରାହୀ ଓ ପୁଟୁଳି ସେଠୀ। ଯାଜପୁର ଏସଡିପିଓ ସତ୍ୟବ୍ରତ ଲେଙ୍କାଙ୍କ ଉପସ୍ଥିତିରେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ!-->…
Read More...
Read More...