Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି
Browsing Category
Today’s Highlight
ବଦଳିଲା ମୋ ସ୍କୁଲ ଅଭିଯାନ ନାଁ
ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।
ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ!-->!-->!-->…
Read More...
Read More...
ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ
୩ ଜଣ ଆତଙ୍କବାଦୀ ନିପାତ
୨ ଜଣ ଯବାନ ଶହୀଦ
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି।
ସୂଚନାନୁସାରେ, ଉତ୍ତର କଶ୍ମୀର ଜିଲ୍ଲାର!-->!-->!-->!-->!-->!-->!-->!-->!-->…
Read More...
Read More...
ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ
ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ।
ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା!-->!-->!-->…
Read More...
Read More...
ଆପାର୍ଟମେଣ୍ଟର ଆଉଟ୍ହାଉସରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର
ଭୁବନେଶ୍ବର: ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ କିନ୍ତୁ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ସେପଟେ!-->…
Read More...
Read More...
ଆସନ୍ତା ୨୧ ‘ଓଡ଼ିଶା ଜର୍ନାଲିଜିମ୍ ଆଓ୍ବାର୍ଡ’
ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବରିଷ୍ଟ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ପଲ୍ଲୀବାଣୀ ମିଶନ ପକ୍ଷରୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍ସ୍ଥିତ ସାଇ!-->…
Read More...
Read More...
ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା
ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା!-->…
Read More...
Read More...
ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଦିନ ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ଏକ ନୂଆ ଗାଇଡଲାଇନ ଜାରି କରିଛି। ପରିମଳ, ସ୍ୱାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଏହି!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଡିପ୍ରେସନ୍, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷିବ
ଭୁବନେଶ୍ବର: ଉତ୍ତର ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବାଂଲାଦେଶ ଉପକୂଳ ରେ ଥିବା ସଦୃଶ ଲଘୁଚାପ ଟି ଘନୀଭୂତ ହୋଇ ଆଜି ସନ୍ଧ୍ୟା ରେ ଡିପ୍ରେସନ୍ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ରାତି ରେ ବାଂଲାଦେଶ ଉପକୂଳ କୁ!-->…
Read More...
Read More...
ସମ୍ ରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ
ଭୁବନେଶ୍ୱର, ୧୩/୦୯ : ଡାକ୍ତରଖାନାରେ ରେକର୍ଡଗୁଡ଼ିକୁ ସଠିକ୍ ଭାବେ ସଂରକ୍ଷିତ ରଖିବାର ଆବଶ୍ୟକତାକୁ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଗତ ମଙ୍ଗଳବାର ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି।
ଏହି ଉପଲକ୍ଷେ ଚଳିତ ବର୍ଷର ପ୍ରସଙ୍ଗ ‘ଏମ୍ପାୱାରିଂ ହେଲ୍ଥ ଥ୍ରୁ ଆକ୍ୟୁରେଟ୍!-->!-->!-->…
Read More...
Read More...
ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ୧୩/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି। ଆଇଏଏସ୍ର ୨୦୨୦-୨୦୨୪ ବ୍ୟାଚର ବିଏସ୍ସି!-->…
Read More...
Read More...