Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବ ଓମଫେଡ୍
ଭୁବନେଶ୍ବର: ଆସନ୍ତା ୨ ମାସ ମଧ୍ୟରେ ଓମଫେଡ୍ ପକ୍ଷରୁ ଆହୁରି ଅଧିକ ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ। ଓମଫେଡ୍ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଓମ୍ଫେଡ!-->…
Read More...
Read More...
ବିରୋଧ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ
ଭୁବନେଶ୍ବର: ପ୍ରବଳ ବିରୋଧ ପରେ ବାତିଲ ହେଲା ଇସ୍କନ ରଥଯାତ୍ରା। ଆମେରିକାର ହଷ୍ଟନରେ ହେବାକୁ ଥିବା ରଥଯାତ୍ରାକୁ ବାତିଲ କରିଛି ଇସ୍କନ। ଏନେଇ ସୂଚନା ଦେଇଛନ୍ତି ଇସ୍କନର ରାଷ୍ଟ୍ରୀୟ ଜନସମ୍ପର୍କ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦ ପ୍ରଭୁ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ!-->…
Read More...
Read More...
ରାସନ କାର୍ଡ ହିତାଧିକାରୀଙ୍କୁମ ମିଳିବ ୩ ମାସର ଆଗୁଆ ଚାଉଳ
ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ!-->…
Read More...
Read More...
ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦାୟୀ
ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରୀର ସୁରକ୍ଷାକୁ ନେଇ ତେଜିଲା ରାଜନୀତି। ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦାୟୀ ବୋଲି ବିଜେପି ବିଜେଡିକୁ ଦାୟୀ କରୁଥିବା ବେଳେ ସେପଟେ ଶ୍ରୀଜଗନ୍ନାଥ ମନ୍ଦିରର ଅଂଶବିଶେଷ ମେଘନାଦ ପାଚେରିର ରକ୍ଷଣାବେକ୍ଷଣ ଦାୟିତ୍ବ!-->…
Read More...
Read More...
ତାମିଲନାଡୁରେ ସଡକ ଦୁର୍ଘଟଣାରେ ୪ ଓଡିଆ ସାମ୍ବାଦିକ ଗୁରୁତର
ତାମିଲନାଡୁ: ତାମିଲନାଡୁର ରାମେଶ୍ୱରମ ନିକଟରେ ଏକ ସଡକ ଦୁର୍ଘଟଣାରେ ଓଡିଶାର ୪ ଜଣ ସାମ୍ବାଦିକ ଗୁରୁତର ଆହତ ହୋଇଛନ୍ତି। ଟ୍ରକ-ବୋଲେରୋ କାର ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି।
ପ୍ରାଥମିକ ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲାର ଚାରିଜଣ ସାମ୍ବାଦିକ ରାମେଶ୍ୱରମ୍ ମନ୍ଦିରକୁ ଦର୍ଶନ ପାଇଁ!-->!-->!-->…
Read More...
Read More...
ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ
ଭୁବନେଶ୍ବର: ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବର ଚତୁର୍ଥ ଦିବସରେ ଆୟୋଜିତ ଭାରତୀୟ ଗୋବିଜ୍ଞାନ ପ୍ରଶିକ୍ଷଣ ଶିବିରରେ ପ୍ରାକୃତିକ କୃଷି ବିଶେଷଜ୍ଞ ଶ୍ରୀ ସଭାପତି ଖାଡଙ୍ଗା ଓ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ଵବିଦ୍ୟାଳୟର ପ୍ରଫେସର ରମେଶ ମଳିକ ଯୋଗଦେଇଥିଲେ। ଶ୍ରୀ ସଭାପତି ଖାଡଙ୍ଗା!-->…
Read More...
Read More...
ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା
କୋରାପୁଟ: ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା । ସ୍ୱାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଏଭଳି ବିଭତ୍ସ କାନ୍ଦ ଘଟିଛି କୋରାପୁଟ ଜିଲା ନନ୍ଦପୁର ଥାନା କୁମାରଗନ୍ଧନା ହରିଆମୁଣ୍ଡା ଗାଁରେ। ମୃତା ମହିଳା ହେଲେ ସାବିତ୍ରୀ ଖରା।
ସୂଚନା!-->!-->!-->…
Read More...
Read More...
ଭୁବନେଶ୍ୱର ବିମାନରେ ବୋମା ଆତଙ୍କ
ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।
!-->!-->…
Read More...
Read More...
ଚଳନ୍ତା ଟ୍ରେନ୍ ଉପରକୁ ଗୁଳି ମାଡ଼
ଭଦ୍ରକ: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା!-->…
Read More...
Read More...
ନଭେମ୍ବର ୨୧ରୁ ଧାନ କିଣା ଆରମ୍ଭ : ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ବର: ଚଳିତ ଖରିଫ୍ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
ସୂଚନା ଅନୁସାରେ ବରଗଡ଼ ଜିଲାରୁ ଧାନ କିଣା!-->!-->!-->…
Read More...
Read More...