Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ
ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି!-->…
Read More...
Read More...
ମହାଷ୍ଟମୀ ଭୋଗ ଖାଇ ପ୍ରାୟ ୧୫୦ ଅସୁସ୍ଥ
ପୁରୀ: ଦୁର୍ଗା ପୂଜା ଉତ୍ସବରେ ଶନିବାର ଦିନ ପ୍ରସାଦ ସେବନ କରିବା ପରେ ପୁରୀରେ ଅତି କମରେ ୧୫୦ ଲୋକ ଅସୁସ୍ଥ ହୋଇପଡିଛନ୍ତି। ପୁରୀର ଗୋପ ବ୍ଲକର ଓଟଙ୍ଗା ଗ୍ରାମରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।
ଗତ ୧୦ ତାରିଖ ରାତିରେ ମା’ ତାରାଦେଇଙ୍କ ପାଖରେ ଗ୍ରାମବାସୀଙ୍କ ପକ୍ଷରୁ ମହାଷ୍ଟମୀ!-->!-->!-->…
Read More...
Read More...
୧୭ରେ ଶପଥ ନେବେ ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ହରିୟାଣା: ହରିୟାଣାର ନୂଆ ସରକାର ଆସନ୍ତା ୧୭ ତାରିଖରେ ଶପଥ ନେବେ। ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂହ ସୋନୀ ଶପଥ ଗ୍ରହଣ କରିବେ ।ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ପଞ୍ଚକୁଲାରେ ଅନୁଷ୍ଠିତ!-->…
Read More...
Read More...
କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ: ମୁଖ୍ୟମନ୍ତ୍ରୀ
କଟକ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ମାର୍ଟସିଟି ହେବ କଟକ। ଆଜି କଟକରେ ପୂଜା ମଣ୍ତପ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗମୀ ଦିନରେ କଟକ ସ୍ମାର୍ଟସିଟି ହେବ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ!-->!-->!-->…
Read More...
Read More...
ସରକାର ଗଠନ ପାଇଁ ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର!-->…
Read More...
Read More...
ଐତିହାସିକ କଟକ ବାଲିଯାତ୍ରାର ଆରମ୍ଭ ପୂର୍ବରୁ ବିବାଦ
କଟକ: ଆଉ କିଛି ଦିନ ପରେ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରା ଆରମ୍ଭ ପୂର୍ବରୁ ହିଁ ମୁଣ୍ଡ ଟେକିଛି ବିବାଦ। ବିଭିନ୍ନ ଦାବି ରଖି ପ୍ରଶାସନଙ୍କୁ ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ। ଜମି ନିଲାମ ପ୍ରକ୍ରିୟା ବନ୍ଦ କରିବା ଓ ଜମି ବର୍ଗଫୁଟ ପିଛା ଟଙ୍କା କୋହଳ କରିବା!-->…
Read More...
Read More...
ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର:ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଡ୍ରେସ୍ରେ ଥିଲେ।
ସକାଳେ!-->!-->!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ, ବିଦା ହେବେ ଠକ ଓ ଦୁର୍ନୀତି ଖୋର୍ କର୍ମଚାରୀ
ନୂଆଦିଲ୍ଲୀ; ଠକୁଥିବା , କାମରେ ଖରାପ ପ୍ରଦର୍ଶନ କରୁଥିବା ଏବଂ ଦୁର୍ନୀତି ଖୋର୍ କର୍ମଚାରୀମାନଙ୍କୁ ଚାକିରିରୁ ବିଦା କରାଯିବ। କାର୍ଯ୍ୟ ଦକ୍ଷତା ତଥା ଦୁର୍ନୀତି ଉପରେ କଟକଣା ଲଗାଇବାକୁ ଯାଇ ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ!-->…
Read More...
Read More...
ଅଭ୍ୟାସ ବେଳେ ମିଲିଟାରୀ ସେଣ୍ଟରରେ ବିସ୍ଫୋରଣ, ୨ ଅଗ୍ନିବୀର ମୃତ
ନାଶିକ: ମିଲିଟାରୀ ସେଣ୍ଟରରେ ଅଘଟଣ । ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଆଜି ମହାରାଷ୍ଟ୍ରର ନାଶିକର ଆର୍ଟିଲେରୀ!-->!-->!-->…
Read More...
Read More...
ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ
ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା।
ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ!-->!-->!-->…
Read More...
Read More...