ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

Today’s Highlight

ଅନିବାର୍ଯ୍ୟ କାରଣ ଦର୍ଶାଇ ପିଜିଟି ପରୀକ୍ଷା ବାତିଲ୍

କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ଅକ୍ଟୋବର ୬ ଅର୍ଥାତ ଆଜି ହେବାକୁ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ଏହି ପରୀକ୍ଷାଗୁଡିକ ଓପିଏସସି ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ
Read More...

ଅମୃତସର ବିମାନ ବନ୍ଦରରୁ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ

ଅମୃତସର: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ,
Read More...

ଭୋପାଳରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ଭୋପାଳ: ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦ କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା। ଗୁଜୁରାଟର ଆଣ୍ଟି ଟେରରିଜିମ ସ୍କ୍ବାଡ (ଏଟିଏସ) ଏବଂ
Read More...

ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ
Read More...

ପରୀକ୍ଷା ପୂର୍ବରୁ ସିଲ୍‌ ଖୋଲାଯାଇ OSSC ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ

ବାଲେଶ୍ବର: ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌
Read More...

ହବିଷ୍ୟାଳୀ ବ୍ରତ ପାଇଁ ଆଜିଠୁ ଅନଲାଇନ ପଞ୍ଜୀକରଣ ଆରମ୍ଭ

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ। ଏଥର ଅଫ୍‌ଲାଇନ୍‌ ନୁହେଁ କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ। କାର୍ତ୍ତିକ ବ୍ରତ ଆରମ୍ଭ ପୂର୍ବ ଦିନଠାରୁ ଅର୍ଥାତ
Read More...

ଭୟାବହ ଅଗ୍ନିକାଣ୍ଡରେ ଜୀବନ୍ତ ଜଳିଗଲା ପୁରା ପରିବାର

ମୁମ୍ବାଇ: ମୁମ୍ବାଇର ଚେମ୍ବୁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପୂରା ପରିବାର। ଚେମ୍ବୁରର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ପରିବାରର ୭ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ନେଇ ସୂଚନା ମିଳିଛି । ସମସ୍ତେ ଶୋଇଥିବା ବେଳେ
Read More...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା

ଅରବିନ୍ଦ କେଜରିୱାଲ ବଡ ଘୋଷଣା ନୂଆଦିଲ୍ଲୀ: ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ଆମ ଆଦମୀ ପାର୍ଟି ଆଜି ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ୟେ
Read More...

ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

ଭୁବନେଶ୍ବର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ
Read More...

ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’। ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ
Read More...