Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଜାପାନର ‘ନିହୋନ୍ ହିଡାନ୍କ୍ୟୋ’ ସଂଗଠନକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର
ଜାପାନ: ୨୦୨୪ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଜାପାନର ସାମାଜିକ ସଙ୍ଗଠନ ନିହୋନ ହିଡାନକ୍ଯୋକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର। ପରମାଣୁ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ଜାରି ରଖିଥିବାରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପରମାଣୁ ବୋମା ପୀଡ଼ିତଙ୍କ ପାଇଁ କାମ କରିବା ସହ!-->…
Read More...
Read More...
ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ହେଲେ ନୋଏଲ ଟାଟା
ମୁମ୍ବାଇ: ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ରତନ ଟାଟାଙ୍କ ବିୟୋଗ ପରେ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ନୋଏଲ ଟାଟା ହେଉଛନ୍ତି ରତନ!-->…
Read More...
Read More...
ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ
ଭୁବନେଶ୍ୱର: ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନ। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ। ଗୁରୁବାର ଚିକିତ୍ସିତ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର!-->…
Read More...
Read More...
ଆଡମିଟ୍ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇଲେ ପରୀକ୍ଷାର୍ଥୀ
କଟକ: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
!-->!-->!-->…
Read More...
Read More...
କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅପରାଧୀକୁ ଏନକାଉଣ୍ଟର
ସମ୍ବଲପୁର: ବୁର୍ଲା ପୋଲିସ ଦ୍ବାରା ପେଶାଦାର ଅପରାଧୀକୁ ଏନକାଉଣ୍ଟର। ପୋଲିସକୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅପରାଧୀ କମଲୁ ପ୍ରଧାନକୁ ଏନକାଉଣ୍ଟର କରିଛି ପୋଲିସ। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ!-->…
Read More...
Read More...
ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ।
ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ।!-->!-->!-->…
Read More...
Read More...
ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ
ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍ଟରଷ୍ଟିସିଆଲ୍ ଇମ୍ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ।ଇନ୍ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ ଆଭ୍ୟନ୍ତରୀଣ ବିକୀରଣ ପ୍ରକ୍ରିୟା ଯେଉଁଥିରେ କି!-->…
Read More...
Read More...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ!-->!-->!-->…
Read More...
Read More...
ଲାଞ୍ଚ ନେଇ ଧରାପଡିଲେ ଏସସିବିର ଡାଟା ଏଣ୍ଟ୍ରି ଅପରେଟର
କଟକ: କଟକ ଏସସିବିରେ ଭିଜିଲାନ୍ସ ଟିମ୍। ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ। ସେ ଜଣେ ରୋଗୀଙ୍କ ପୁଅ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ।
ସ୍ମୃତିରଞ୍ଜନ ଏସସିବି ମେଡିକାଲ କଲେଜ ଏବଂ!-->!-->!-->…
Read More...
Read More...
ସାହିତ୍ୟ ପାଇଁ ଘୋଷଣା ହେଲା ନୋବେଲ ପୁରସ୍କାର
ସାହିତ୍ୟ କ୍ଷେତ୍ରରେ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ୱଦେଶ ଏକାଡେମୀ ଅଫ ସାଇନ୍ସ ଅନୁଯାୟୀ ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ। ତାଙ୍କର ଗଭୀର କବିତା ଗଦ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।!-->…
Read More...
Read More...