Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା , ୧୦ ମୃତ
ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ!-->…
Read More...
Read More...
ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା!-->…
Read More...
Read More...
ଆସନ୍ତା ୬ରୁ ହବିଷ୍ୟାଳୀଙ୍କ ପାଇଁ ଅନଲାଇନ ଆବେଦନ ଆରମ୍ଭ
ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା। କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ!-->…
Read More...
Read More...
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର
୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ
ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ
ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର।!-->!-->!-->!-->!-->!-->!-->…
Read More...
Read More...
ଭୁବନେଶ୍ବର ବିମାନ ବନ୍ଦରର ପୁରୁଣା ଟର୍ମିନାଲ ପାଖରେ ହେବ ନୂଆ ଟର୍ମିନାଲ ନିର୍ମାଣ
ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ମନ୍ତ୍ରୀ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦!-->…
Read More...
Read More...
ରେଳ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ
ନୂଆଦିଲ୍ଲୀ: ରେଳ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଦୀପାବଳି ପୂର୍ବରୁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ ପୂଜା!-->…
Read More...
Read More...
ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ: ଗୁରୁବାର ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର!-->…
Read More...
Read More...
ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର
ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର। ଆଇପିଏସ୍ ପ୍ରତୀକ ସିଂଙ୍କ ସ୍ଥାନ ନେଲେ ଡିସିପି ପିନାକ ମିଶ୍ର। ପୋଲିସ ସେବା ଭବନରେ ଭୁବେନଶ୍ୱର ୟୁପିଡିର ନୂଆ ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ପିନାକ ମିଶ୍ର। ପୋଲିସ କମିଶନର ପିନାକ ମିଶ୍ରଙ୍କୁ କମିଶନରେଟ୍!-->…
Read More...
Read More...
ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା
ଆସିଲା ବାଘ ଗଣନା ରିପୋର୍ଟ
ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ ବାଘ
ଭୁବନେଶ୍ବର; ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ତେବେ!-->!-->!-->!-->!-->…
Read More...
Read More...
ରକ୍ତ କର୍କଟକୁ ପରାସ୍ତ କରିହେବ
ସମ୍ ହସ୍ପିଟାଲରେ ଏବେ ଅଗ୍ରଣୀ କାର ଟି-ସେଲ୍ ଥେରାପି ଉପଲବ୍ଧଭୁବନେଶ୍ୱର, ଅକ୍ଟୋବର ୩: ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ!-->…
Read More...
Read More...