Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ପ୍ରଧାନମନ୍ତ୍ରୀ ୫୧,୦୦୦ରୁ ଅଧିକ ପ୍ରାର୍ଥୀଙ୍କୁ ଦେଲେ ନିଯୁକ୍ତି ପତ୍ର
ନୂଆଦିଲ୍ଲୀ: ଦେଶର ଜନତାଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର!-->…
Read More...
Read More...
ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ!-->…
Read More...
Read More...
ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ
ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ!-->…
Read More...
Read More...
ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ
ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର!-->…
Read More...
Read More...
ଦୀପାବଳୀ ପାଇଁ ଆସିଲା ଗାଇଡଲାଇନ୍
ସଂଧ୍ୟା ୭ରୁ ୯ ମଧ୍ୟରେ ଫୁଟିବ ବାଣ
୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା
ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି
ଭୁବନେଶ୍ବର: ଆଜି ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି।!-->!-->!-->!-->!-->!-->!-->!-->!-->…
Read More...
Read More...
ମଠ ମନ୍ଦିର ସୁରକ୍ଷା ପାଇଁ ଆସୁଛି ‘ଦେବାଳୟ ଯୋଜନା’
ଭୁବନେଶ୍ବର:ଆଉ ଏକ ନୂଆ ଯୋଜନା ଆଣିବାକୁ ଯାଉଛି ବିଜେପି ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଏହି ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ଏହି ଯୋଜନା ଧର୍ମ ପୀଠ ଯେମିତି ମଠ ଓ ମନ୍ଦିରର ସୁରକ୍ଷା ପାଇଁ ରହିବ। ଏହାର ନାମ ରହିଛି ‘ଦେବାଳୟ ଯୋଜନା’।
ଯୋଜନା ସମ୍ପର୍କରେ ସୂଚନା!-->!-->!-->…
Read More...
Read More...
ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨
ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା!-->…
Read More...
Read More...
ଭାରତରେ ନିର୍ମାଣ ହେବ ଅତ୍ୟାଧୁନିକ ଯୁଦ୍ଧ ବିମାନ
ଗୁଜରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭାରତର ସାମରିକ ବିମାନ ପାଇଁ ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟିତ ହୋଇଛି। ଗୁଜରାଟର ଭଦୋଦରାର ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ଉଦଘାଟନ!-->…
Read More...
Read More...
ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଖର୍ଚ୍ଚ ହେବ ୨୦୦ କୋଟି
ସରକାରଙ୍କ ନୂଆ ଯୋଜନାଭୁବନେଶ୍ବର; ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ମୋହନ ମାଝୀ ସରକାର ଏକ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୫ ବର୍ଷରେ ୨୦୦କୋଟି ଟଙ୍କା ଖର୍ଚ୍ଚ କରାଯିବ। ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବହନ କରିବେ। ଅଧିକ ଜଳପ୍ରବାହ ଯୋଗୁ ରାଜ୍ୟର ତଳିଆ!-->…
Read More...
Read More...
ସୋଆ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର, ଅକ୍ଟୋବର ୨୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ!-->…
Read More...
Read More...