Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ମାହାଙ୍ଗା ଡବଲ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ!-->…
Read More...
Read More...
ହବିଷ୍ୟାଳୀଙ୍କ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର
ଭୁବନେଶ୍ବର;ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ!-->…
Read More...
Read More...
ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର
କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।
ବିଭାଷ!-->!-->!-->…
Read More...
Read More...
ଲୁହା କଡେଇରେ ମହାପ୍ରସାଦ ପ୍ରସ୍ତୁତ ଘଟଣାରେ ଜଣେ ପାଳିଆ ସେବକ ସହ ୩ ସୁପକାର ନିଲମ୍ବିତ
ପୁରୀ: ଶ୍ରୀମନ୍ଦିରରେ ଲୁହା କଡେଇରେ ରୋଷେଇ ଘଟଣାରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ଜଣେ ପାଳିଆ ସେବକଙ୍କୁ ନିଲମ୍ବନ କରଯାଇଛି। ଏଥିସହିତ ୩ ଜଣ ସୁପକାରଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ସେମାନଙ୍କୁ କାରଣ!-->…
Read More...
Read More...
ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ ଏମଓୟୁ!-->…
Read More...
Read More...
ଅକ୍ଟୋବର ୫ରେ ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା
ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।
!-->!-->!-->…
Read More...
Read More...
ବସ୍ରେ ଲାଗିଲା ନିଆଁ, ୨୫ ଛାତ୍ରଛାତ୍ରୀ ଜୀବନ୍ତ ଦଗ୍ଧ
ଥାଇଲାଣ୍ଡ: ଥାଇଲାଣ୍ଡର ବ୍ୟାଂକକରୁ ମଙ୍ଗଳବାର ଏକ ବଡ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ବସ୍ରେ ନିଆଁ ଲାଗିଛି। ଏହି ଦୁର୍ଘଟଣାରେ ୨୫ ଜଣ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବସ୍ରେ ମୋଟ ୪୪ ଜଣ ଲୋକ ଯାତ୍ରା!-->…
Read More...
Read More...
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରାଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରାଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ।!-->…
Read More...
Read More...
ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ
ଚେନ୍ନାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ। ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି (ସୋମବାର) ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ!-->…
Read More...
Read More...
ବଢ଼ିଲା ଗ୍ୟାସ ସିଲିଣ୍ଡରର ମୂଲ୍ୟ
ନ୍ୟୁଜ୍ ବ୍ୟୁରୋ: ପାର୍ବଣ ସମୟରେ ଗ୍ରାହକଙ୍କୁ ଝଟକା। ବଢ଼ିଲା ଏଲପିଜି ସିଲିଣ୍ଡରର ମୂଲ୍ୟ। ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ!-->…
Read More...
Read More...