Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଏଥର ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା
ହାଇକୋର୍ଟ ଦେଲେ କଡା ନିର୍ଦ୍ଦେଶ
ଆଡ୍ଭୋକେଟ୍ କମିଟି ପକ୍ଷରୁ ପ୍ରସ୍ତାବ
କଟକ: ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ ଏଥର ରାବଣପୋଡ଼ିରେ ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର!-->!-->!-->!-->!-->…
Read More...
Read More...
ୟୁପି ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ, ଆହତଙ୍କୁ ୫୦ ହଜାର
ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀମିର୍ଜାପୁର: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍ରେ ଏହି ଦୁର୍ଘଟଣା ଘଟିଛି।!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀ ମୃତ
ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର। ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୪ଜଣ ମାଓବାଦୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାଡ଼ିଛି।
!-->!-->…
Read More...
Read More...
ପ୍ରତ୍ୟେକ ବନ୍ୟା ପୀଡିତଙ୍କୁ ୭ ହଜାର
ବିହାର: ବିହାର ବନ୍ୟା ପୀଡିତଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ ସେ ଦରଭଙ୍ଗାସ୍ଥିତ ଇନଡୋର ଷ୍ଟାଡିୟମରେ ବନ୍ୟା ପୀଡିତଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ!-->…
Read More...
Read More...
ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ନେଇ ଶନିବାର ସୋଆରେ ସମ୍ମିଳନୀ
ଭୁବନେଶ୍ୱର , ଅକ୍ଟୋବର ୪ : ପ୍ରତିରକ୍ଷା ବିଶେଷଜ୍ଞ, ସରଞ୍ଜାମ ଉତ୍ପାଦନକାରୀ, ନିବେଶକ, ଗବେଷକ ଏବଂ ସେନା ଅଧିକାରୀମାନେ ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଶନିବାର ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି।
‘ମିଶନ୍:!-->!-->!-->…
Read More...
Read More...
ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ
ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ। ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି। ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦!-->…
Read More...
Read More...
ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା , ୧୦ ମୃତ
ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ!-->…
Read More...
Read More...
ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା!-->…
Read More...
Read More...
ଆସନ୍ତା ୬ରୁ ହବିଷ୍ୟାଳୀଙ୍କ ପାଇଁ ଅନଲାଇନ ଆବେଦନ ଆରମ୍ଭ
ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା। କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ!-->…
Read More...
Read More...
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର
୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ
ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ
ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର।!-->!-->!-->!-->!-->!-->!-->…
Read More...
Read More...