Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ସୋଆରେ ୫୫ତମ ଏନ୍ଏସ୍ଏସ୍ ଦିବସ ପାଳିତ
ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍ଏସ୍ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି!-->…
Read More...
Read More...
ଅଧା ରାସ୍ତାରେ ଯୁବତୀ ମୃତ
ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ
କଳାହାଣ୍ଡି: ସରକାର ଯୋଜନା ଉପରେ ଯୋଜନା କରିଚାଲିଥିବା ବେଳେ ରୋଗୀ ସେବା ପାଇଁ ଆମ ରାଜ୍ୟରେ ଗାଁକୁ ଆମ୍ବୁଲାନ୍ସ ଯିବା ପାଇଁ ରାସ୍ତା ଟିଏ ନାହିଁ। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାରେ ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି।!-->!-->!-->…
Read More...
Read More...
ଏଥର ରାସ୍ତା ଉପରେ ହେବନି ତୋରଣ ନିର୍ମାଣ
ଦଶହରା ଉତ୍ସବକୁ ନେଇ ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ
ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ
କଟକ:ରାଜ୍ୟରେ ଦଶହରା ଉତ୍ସବକୁ ନେଇ ତୋରଣ ନିର୍ମାଣ ଆରମ୍ଭ ହୋଇଗଲାଣି । ତୋରଣ ନିର୍ମାଣକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ!-->!-->!-->!-->!-->…
Read More...
Read More...
ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ସଞ୍ଜୟ ରାଉତ
ମୁମ୍ବାଇ: ମାନହାନି ମୋକଦ୍ଦମା ମାମଲାରେ ଶିବସେନା ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସଞ୍ଜୟ ରାଉତଙ୍କୁ ୧୫ ଦିନ ଜେଲ ସହ ୨୫ ହଜାର ଜରିମାନା କରାଯାଇଛି। ସଞ୍ଜୟଙ୍କୁ ଏହି ଜେଲ ଦଣ୍ଡାଦେଶ କରିଛନ୍ତି ମୁମ୍ବାଇ ମେଟ୍ରୋପଲିଟାନ କୋର୍ଟ। ଭାଜପା ନେତା କିରିଟ!-->…
Read More...
Read More...
ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଲେ ଜେପି ନଡ୍ଡା
ଭୁବନେଶ୍ବର: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ଦଳୀୟ କାର୍ଯ୍ୟାଳୟକୁ ଯାଇଥିଲେ। ଏଠାରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ।
ସୂଚନା!-->!-->!-->…
Read More...
Read More...
ଅଟୋମେଟିକ ଟ୍ରେନ କବଚ ୪.୦ର ଟ୍ରାଏଲ ରନ କଲେ ରେଳମନ୍ତ୍ରୀ
ମାଧୋପୁର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୱାଇ ମାଧୋପୁରରେ ଅଟୋମେଟିକ ଟ୍ରେନ ସୁରକ୍ଷା ସିଷ୍ଟମ କବଚ ୪.୦ର ଟ୍ରାଏଲ ରନ କରିଛନ୍ତି। ସୱାଇ ମାଧୋପୁର ଏବଂ କୋଟା ରେଳ ଷ୍ଟେଶନ ମଧ୍ୟରେ ସ୍ବଦେଶୀ ରେଳ ସୁରକ୍ଷା ବ୍ୟବସ୍ଥା କବଚ ୪.୦ର ମଡେଲ ଉପରେ ରେଳ ମନ୍ତ୍ରୀ ଧ୍ୟାନ ଦେଇଥିଲେ।!-->…
Read More...
Read More...
ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ କଲା ଆତ୍ମହତ୍ୟା
ବେଙ୍ଗଲୁରୁ: ବେଙ୍ଗଲୁରୁ ମହାଲକ୍ଷ୍ମୀ ହତ୍ୟା ମାମଲା। ଆତ୍ମହତ୍ୟା କଲା ମୁଖ୍ୟ ଅଭିଯୁକ୍ତ। ବେଙ୍ଗାଲୁରୁରେ ଜଣେ ୨୯ ବର୍ଷୀୟ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଘଟଣାର ମୁଖ୍ୟ ଅଭିଯୁକ୍ତର ମୃତଦେହ ଆଜି ଝୁଲନ୍ତା ଅବସ୍ଥାରେ ଓଡ଼ିଶାର ଭଦ୍ରକରୁ ମିଳିଛି।ମୃତ ଯୁବକ ଜଣଙ୍କ ହେଲା ମୁକ୍ତି!-->…
Read More...
Read More...
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ
ଭୁବନେଶ୍ବର; ଓଏଏସ୍ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। କଟକ ମହାନଗର ନିଗମ କମିଶନର ଭାବେ ଅନାମ ଚରଣ ପାତ୍ର ନିଯୁକ୍ତ ହୋଇଛନ୍ତି। ସେହିପରି କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର ।!-->…
Read More...
Read More...
କ୍ୱାଲିଟି ଟେଷ୍ଟରେ ବିଫଳ ହେଲା ପାରାସିଟାମଲ ସମେତ ୫୩ଟି ଔଷଧ
ନ୍ୟୁଜ ବ୍ୟୁରୋ: ପାରାସିଟାମଲ ସମେତ ୫୩ଟି ଔଷଧ କ୍ୱାଲିଟି ଟେଷ୍ଟରେ ବିଫଳ ହୋଇଛି। ଏହି ଔଷଧଗୁଡ଼ିକରେ କ୍ୟାଲସିୟମ ଏବଂ ଭିଟାମିନ୍ ଡ଼ି ୩ ସପ୍ଲିମେଣ୍ଟସ୍, ଆଣ୍ଟି-ଡାଇବେଟିସ୍ ବଟିକା ଏବଂ ଉଚ୍ଚ ରକ୍ତଚାପ ପାଇଁ ଔଷଧ ମଧ୍ୟ ଅନ୍ତର୍ଭୁକ୍ତ। ଦେଶର ଡ୍ରଗ୍ସ ରେଗୁଲେଟର ସେଣ୍ଟ୍ରାଲ୍ ଡ୍ରଗ୍ସ!-->…
Read More...
Read More...
ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍ ଟେଷ୍ଟ
ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍ ଟେଷ୍ଟ। ଏଥିପାଇଁ!-->…
Read More...
Read More...