Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଓଡିଶାରୁ ସ୍ଥାନାନ୍ତରିତ ହେବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ
ଭୁବନେଶ୍ବର: ଓଡିଶାରୁ ଉଠିବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ। ୪୦ ହଜାର କୋଟିର ପ୍ରସ୍ତାବିତ ଇଭି ପ୍ରକଳ୍ପ ଓଡିଶାରୁ ମହାରାଷ୍ଟ୍ର ସ୍ଥାନାନ୍ତରିତ ନେଇ ଖବର ଉପରେ ସ୍ପଷ୍ଟୀକରଣ ରଖିଛି କମ୍ପାନୀ ।ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା!-->…
Read More...
Read More...
ଭରତପୁର ଥାନାରେ ଲାଗିଲା ସିସିଟିଭି
ଭୁବନେଶ୍ବର: ଭରତପୁର ଥାନାରେ ଶେଷରେ ସିସିଟିଭି ଲାଗଛି। ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି। ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା ରେକର୍ଡିଂ ମଧ୍ୟ ଆରମ୍ଭ ହୋଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ!-->…
Read More...
Read More...
୧୧ ଲକ୍ଷ ଫାଇନ ଦେବ ବୁର୍ଲା ଭୀମସାର
ବୁର୍ଲା: ବୁର୍ଲା ଭୀମସାରକୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ୧୧ ଲକ୍ଷ ୨୨ ହଜାର ଟଙ୍କା ଜରିମାନା କରାଯାଇଛି। ଠିକ୍ ଭାବେ ବର୍ଜ୍ୟ ବସ୍ତୁ ପରିଚାଳନା କରାଯାଉ ନ ଥିବା ଅଭିଯୋଗରେ ଏହି ଜରିମାନା କରାଯାଇଥିବା ସୂଚନା ରହିଛି।
୨୦୨୩ ଅଗଷ୍ଟ ମାସରେ ଭୀମସାରକୁ କେନ୍ଦ୍ରୀୟ!-->!-->!-->…
Read More...
Read More...
ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା
ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା!-->…
Read More...
Read More...
ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି
ଭୁବନେଶ୍ବର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ!-->…
Read More...
Read More...
ଆଇଆଇଏମ୍ ସମ୍ବଲପୁରରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ
ସମ୍ବଲପୁର: ଆଇଆଇଏମ୍ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)।ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ।
ଦେଶର ଅନ୍ୟତମ ପ୍ରମୁଖ ମ୍ୟାନେଜମେଂଟ୍ ଅନୁଷ୍ଠାନ!-->!-->!-->…
Read More...
Read More...
ପୋଲିସ ଏନକାଉଣ୍ଟରରେ ବଳାତ୍କାର ଅଭିଯୁକ୍ତ ମୃତ
ମହାରାଷ୍ଟ୍ର: ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ପୋଲିସ ଏନକାଉଣ୍ଟର କରିଛି। ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି।
ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ!-->!-->!-->…
Read More...
Read More...
ନାବାଳିକା ବଳାତ୍କାର ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ
କନ୍ଧମାଳ: କନ୍ଧମାଳ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା!-->…
Read More...
Read More...
କଟକରେ ନକଲି କ୍ଷୀର କାରଖାନା ସିଲ୍
କଟକ: ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ କରି ନକଲି ସସ୍,ନଡ଼ିଆ ତେଲା ହଳଦୀ ଗୁଣ୍ଡ, ଜର୍ଦା ପର୍ଯ୍ୟନ୍ତ ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ତାଲିକାରେ ସାମିଲ ହୋଇଛି ନକଲି କ୍ଷୀର। ଏକ ଘରୋଇ କମ୍ପାନୀର ନାଁ’ରେ ନକଲି କ୍ଷୀର ପ୍ରସ୍ତୁତ କରି ବିକ୍ରି କରୁଥିବା!-->…
Read More...
Read More...
ଆଇନ୍ ବୃତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର
ଭୁବନେଶ୍ୱର: ଆଇନ୍ ବୃତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତି ଶିବ ଶଙ୍କର ମିଶ୍ର। ଆଇନ୍ ବୃତି ଏକ ମହାନ୍ ବୃତି । ତେଣୁ ଏହାକୁ ପେସା!-->…
Read More...
Read More...