Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଆଇନ୍ ବୃତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର
ଭୁବନେଶ୍ୱର: ଆଇନ୍ ବୃତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତି ଶିବ ଶଙ୍କର ମିଶ୍ର। ଆଇନ୍ ବୃତି ଏକ ମହାନ୍ ବୃତି । ତେଣୁ ଏହାକୁ ପେସା!-->…
Read More...
Read More...
ଜଳପ୍ରପାତରେ ଭାସି ଯାଇ ୨ ଡାକ୍ତରୀ ଛାତ୍ରୀ ମୃତ
ଏଲୁର ମେଡିକାଲ୍ କଲେଜର ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ
୨ ଉଦ୍ଧାର ଓ ଜଣେ ଛାତ୍ରୀ ନିଖୋଜଆଲୁରୀ: ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ଆଲୁରୀ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ଆନ୍ଧ୍ର ଏଲୁର ମେଡିକାଲ୍ କଲେଜର ୫ଜଣ!-->!-->!-->…
Read More...
Read More...
ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଦେଖିଲେ କିମ୍ବା ଡାଉନଲୋଡ କଲେ ଯିବ ଜେଲ୍
ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି :ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଅପରାଧ
୩ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ, ଜୋରିମାନା
ନୂଆଦିଲ୍ଲୀ: ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଉପରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି । ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ!-->!-->!-->!-->!-->!-->!-->…
Read More...
Read More...
ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି
ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା!-->…
Read More...
Read More...
ଗଣମାଧ୍ୟମରେ ପ୍ରକାଶ ପାଇବନି ସେନାଅଧିକାରୀ ଓ ମହିଳା ବନ୍ଧୁଙ୍କ ନାଁ
ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣାର ବିବାଦ ବଢ଼ିବାରେ ଲାଗିଛି। ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍। ଭରତପୁର ଥାନା କାଣ୍ଡକୁ ନେଇ ରୁଜୁ ହେଲା ଜନସ୍ଵାର୍ଥ ମାମଲା। ଏହି ମାମଲାରେ ପୀଡ଼ିତା ଓ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଆତିଶୀ
ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ!-->…
Read More...
Read More...
ଘରୋଇ କଲେଜରେ ବୋମାମାଡ଼
ଭୁବନେଶ୍ୱର: ଭୁବନେଶ୍ୱରର ଏକ ଘରୋଇ କଲେଜରେ ବୋମାମାଡ଼। ପୂର୍ବଶତ୍ରୁତାରୁ ବୋମାମାଡ଼, ଏକାଧିକ କଲେଜ ଛାତ୍ର ଆହତ। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏୟାରଫିଲ୍ଡ ଥାନାରେ ଏତଲା ଦିଆଯାଇଛି।
ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଘରୋଇ କଲେଜରେ ହୋଇଥିବା ବୋମାମାଡ଼ ଘଟଣାରେ ଭିଡିଓ ସାମ୍ନାକୁ ଆସିଛି।!-->!-->!-->…
Read More...
Read More...
ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ
ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ନିଯୁକ୍ତି ନେଇ ସୂଚନା ଦେଲେ କେସି ବେଣୁଗୋପାଳକଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର!-->…
Read More...
Read More...
କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ: ୫୧ ମୃତ, ୨୦ ଆହତ
ଇରାନ: ଇରାନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ ଘଟିଛି। କୋଇଲା ଖଣିରେ ରବିବାର ମିଥେନ୍ ଗ୍ୟାସ୍ ଲିକ୍ ହେବା ପରେ ବଡ ବିସ୍ଫୋରଣ ଘଟିଛି।ଏହି ବିସ୍ଫୋରଣ ଇରାନର ଦକ୍ଷିଣ ଖୁରାସାନ ପ୍ରାନ୍ତରେ ହୋଇଛି। ଏଥିରେ ୫୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି।ମଦଞ୍ଜୋ କମ୍ପାନୀ!-->…
Read More...
Read More...
ନାବାଳିକାକୁ ଗଣଦୁଷ୍କର୍ମ
ରାଉରକେଲା: ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି।
!-->!-->!-->…
Read More...
Read More...