Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସୋଆ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ
ଭୁବନେଶ୍ୱର, ୨୮/୦୯: ବିଶ୍ୱରେ ଶାନ୍ତି ବିନା ପର୍ଯ୍ୟଟନ ସମ୍ଭବ ନୁହେଁ । ଭାରତ ଶାନ୍ତିର ଦୂତ। ଶାନ୍ତି ଓ ମୈତ୍ରୀ ଭାବକୁ ପାଥେୟ କରି ବସୁଧୈବ କୁଟୁମ୍ବକମ୍ରେ ବିଶ୍ୱାସ କରେ ଆମ ଦେଶ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ!-->…
Read More...
Read More...
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା
ନୂଆଦିଲ୍ଲୀ: ଅଡୁଆରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା ।ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ। ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ!-->…
Read More...
Read More...
ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ!-->…
Read More...
Read More...
ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ୨ ମୃତ
ଉଜୈନ: ମଧ୍ୟପ୍ରଦେଶର ଉଜୈନରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଅଘଟଣ। ପ୍ରବଳ ବର୍ଷା କାରଣରୁ ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ପଡିଛି। ଏହା ତଳେ ଚାପି ହୋଇ ୨ ଜଣଙ୍କ ର ମୃତ୍ୟୁ ଘଟିଥିବା ବେଳେ, ୪ ଜଣ ଆହତ ହୋଇଛନ୍ତି।
ଏଥିରେ ଆହତ ୪ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି!-->!-->!-->…
Read More...
Read More...
ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ ଚେୟାରମ୍ୟାନ୍
ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି!-->…
Read More...
Read More...
ରାସନକାର୍ଡଧାରୀମାନଙ୍କୁ ଚାଉଳ ସହ ମିଳିବ ଗହମ
ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ମିଳିବ ଗହମ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।
ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ!-->!-->!-->…
Read More...
Read More...
ଯାଞ୍ଚ ହେବ ଶ୍ରୀମନ୍ଦିରରେ ଅବଢ଼ାର ମାନ
ପୁରୀ: ତିରୁପତି ମନ୍ଦିରରେ ପ୍ରାସାଦରେ ନକଲି ଘିଅ ମିଶୁଥିବା ଘଟଣା ସାମନାକୁ ଆସିବା ପରେ ଏବେ ସବୁ ମନ୍ଦିର ପ୍ରଶାସନର ନିଦ ଭାଙ୍ଗିଛି । ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ!-->…
Read More...
Read More...
ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି
ମହିଳା କର୍ମଚାରୀଙ୍କୁ ୧୮୦ ଦିନ ଓ ପୁରୁଷ କର୍ମଚାରୀଙ୍କୁ ମିଳିବ ୧୫ ଦିନଭୁବନେଶ୍ବର: ଏଥର ସରୋଗେସି ମାତୃତ୍ୱ ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ସରୋଗେସି ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ଓ ପୁରୁଷ!-->…
Read More...
Read More...
କୃଷକଙ୍କ ପାଇଁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ଝାଡ଼ଖଣ୍ଡ ସରକାର
ଝାଡ଼ଖଣ୍ଡ: କୃଷକଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଝାଡ଼ଖଣ୍ଡ ସରକାର। ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି। ଗୁରୁବାର ରାଞ୍ଚିର ଆୟୋଜିତ ହୋଇଥିବା!-->…
Read More...
Read More...
ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ
ସୁକମା: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) ।ସୂଚନା ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ ଜଙ୍ଗଲକୁ ଡାକିନେଇ ପୋଲିସ ଇନଫର୍ମର ଦର୍ଶାଇ!-->…
Read More...
Read More...