ପ୍ରମୁଖ ଖବର

କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category

Today’s Highlight

କପିଲ ଶର୍ମାଙ୍କ ସମେତ ୪ ଷ୍ଟାରଙ୍କୁ ହତ୍ୟା ଧମକ

ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତା କପିଲ ଶର୍ମାଙ୍କ ସମେତ ୪ ବଲିଉଡ୍‌ ଷ୍ଟାରଙ୍କୁ ହତ୍ୟା ଧମକ। ପାକିସ୍ତାନରୁ ଇ-ମେଲ ମାଧ୍ୟମରେ ଆସିଲା ହତ୍ୟା ଧମକ। କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ। ଏନେଇ
Read More...

ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ

ଜଲଗାଁଓ: ଏକ ଗୁଜବ କାରଣରୁ ଅକାରଣରେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ଜଣଙ୍କ ଜୀବନ। ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବୀସ ଦୁଃଖ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ମୃତ
Read More...

ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ

ଭୁବନେଶ୍ବର: ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଦିନ ୪୨ କିଲୋ ଗଞ୍ଜେଇ ଜବତ କରିବା ସହ ପାଞ୍ଚ ଜଣ ନିଶା ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ସୂଚନା ଅନୁଯାୟୀ, ପୋଲିସ ଟିମ୍ ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳରେ ଅଭିଯୁକ୍ତଙ୍କଠାରୁ
Read More...

ଶ୍ରୀମନ୍ଦିର ବାହାରେ ହେବ ୱାଚ୍ ଟାୱାର: ପୃଥ୍ୱୀରାଜ ହରିଚନ୍ଦନ

ପୁରୀ: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହାଦ୍ୱାରା ‘ବେଆଇନ’ ଡ୍ରୋନ୍ ଉଡ଼ାଣ କାର୍ଯ୍ୟକଳାପ ଯାଞ୍ଚ
Read More...

ସ୍ତ୍ରୀକୁ ମାରି କୁକରରେ ରାନ୍ଧିଲା ସ୍ୱାମୀ

ହାଇଦ୍ରାବାଦ: ହାଇଦ୍ରାବାଦରେ ଏକ ଲୋମଟାଙ୍କୁରା ଘଟଣା ଘଟିଛି। ନିଜ ସ୍ତ୍ରୀକୁ ହତ୍ୟା କରିବା ପରେ ଖଣ୍ଡଖଣ୍ଡ କାଟି ପ୍ରେସର୍‌ କୁକର୍‌ରେ ସିଝାଇ ହ୍ରଦରେ ଫିଙ୍ଗି ଦେଇଛି ସ୍ୱାମୀ। ହାଇଦ୍ରାବାଦରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଘଟାଇଛନ୍ତି ଏପରି ବୀଭତ୍ସ କାଣ୍ଡ। ହାଇଦ୍ରାବାଦ ମୀରପେଟ୍‌
Read More...

ଷଷ୍ଠ ଅର୍ଥ କମିଶନର ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡା

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। କମିଶନର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। କମିଶନରେ ଜଣେ ସଦସ୍ୟ ସଚିବଙ୍କ ସମେତ ୩ ଜଣ ସଦସ୍ୟ ରହିଛନ୍ତି। ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର
Read More...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ସିଲିକନ କାର୍ବାଇଡ୍ ସେମିକଣ୍ଡକ୍ଟର ଉ୍‌ତ୍ପାଦନ ପ୍ଲାଂଟ। ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ
Read More...

ରାଜ୍ୟରେ ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪
Read More...

ନୂତନ ଶୀତଳ ଭଣ୍ଡାର ପାଇଁ ଆର୍ଥିକ ସହାୟତା ଦେବେ ସରକାର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା। କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି। ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ
Read More...

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ
Read More...