Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣଙ୍କୁ ଧରିଲା କମିଶନରେଟ୍ ପୋଲିସ
ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା। ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ। ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ।
!-->!-->!-->…
Read More...
Read More...
ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ!-->…
Read More...
Read More...
ହ୍ୟାକ ହେଲା ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ଶୁକ୍ରବାର ହ୍ୟାକ ହୋଇଯାଇଛି। ହ୍ୟାକ ହେବା ପରେ ଏଥିରେ କ୍ରିପ୍ଟୋକରେନ୍ସି ସମ୍ପର୍କୀତ ବିଜ୍ଞାପନ ପ୍ରସାରିତ କରାଯାଇଥିଲା। ଏହା ଆମେରିକା କମ୍ପାନୀ ରିପଲ ଲ୍ୟାବ୍ସ ଦ୍ୱାରା ବିକସିତ କ୍ରିପ୍ଟୋକରେନ୍ସି ସଂସ୍ଥା। ସେହିପରି ଚ୍ୟାନେଲରେ ଏକ!-->…
Read More...
Read More...
ତିରୁପତି ମନ୍ଦିର ପ୍ରସାଦରେ ମିଶୁଛି କି ପଶୁ ଚର୍ବି ଓ ମାଛ ତେଲ
ଅଭିଯୋଗ ଆଣିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି
ଆନ୍ଧ୍ରପ୍ରଦେଶ: ତିରୁପତି ମନ୍ଦିରରେ ପ୍ରସାଦ ଭାବରେ ଦିଆଯାଉଥିବା ଲଡୁ ରେ ମିଶୁଛି ପଶୁର ଚର୍ବି। ଏଭଳି ଅଭିଯୋଗ ଲଗାଇଛନ୍ତି ଆନ୍ଧ୍ରପ୍ରଦେଶ!-->!-->!-->…
Read More...
Read More...
ପରଲୋକରେ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟା
ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି ।
ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ!-->!-->!-->…
Read More...
Read More...
ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା
ରାଜସ୍ଥାନ: ଦୀର୍ଘ ୧୮ ଘଣ୍ଟାର ଅପରେସନ ପରେ ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା। ବୁଧବାର ରାଜସ୍ଥାନ ଦୌସା ଅଂଚଳରେ ଖେଳୁଥିବା ବଳେ ୩୫ ଫୁଟ ଗଭୀର ବୋରୱେଲ ମଧ୍ୟକୁ ଖସିପଡ଼ିଥିଲା ଢେଇ ବର୍ଷର ଶିଶୁକନ୍ୟା ନିରୁ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ମିଳିନଥିଲା।!-->…
Read More...
Read More...
ସବୁ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ଓ ପରିଚୟପତ୍ର ସହ ଜାରି ହେଲା ଗାଇଡଲାଇନ୍
ଭୁବନେଶ୍ବର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍।
ଆରଜି କର ମେଡିକାଲରେ ଜଣେ ଟ୍ରେନି!-->!-->!-->…
Read More...
Read More...
ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ
କଳାହାଣ୍ଡି: ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର। ସ୍କ୍ରବ୍ ଟାଇଫସ୍ ନୁହେଁ,!-->…
Read More...
Read More...
ନଦୀକୁ ଡେଇଁଲେ ଅଙ୍ଗନାୱାଡି ସୁପରଭାଇଜର
ବ୍ରିଜ ଉପରେ ରହିଛି ସ୍କୁଟି, ମୋବାଇଲ୍ ଓ ଚପଲ ସ୍କୁଟିରୁ ମିଳିଲା ଅନେକ ଡକ୍ୟୁମେଣ୍ଟ ଓ କାଗଜ ପତ୍ର
ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ।!-->!-->!-->…
Read More...
Read More...
ରାଜ୍ୟର ସବୁ ଜିଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀଙ୍କ ବଡ ଘୋଷଣା। ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ। ଗୁରୁବାର ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥି ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
!-->!-->…
Read More...
Read More...