Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍ଆଇ ସହ ଲିଙ୍କ୍: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ
Browsing Category
Today’s Highlight
ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ : ପୃଥ୍ୱୀରାଜ ହରିଚନ୍ଦନ
ପୁରୀ: ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସୁଥିବା ଶ୍ରଦ୍ଧାଳୁଙ୍କୁ ମିଳିବ ମାଗଣା ମହାପ୍ରସାଦ। ଦୈନିକ ପ୍ରାୟ ୮୦ ହଜାରରୁ ଏକ ଲକ୍ଷ ଭକ୍ତଙ୍କ ପାଇଁ ମାଗଣା ଅବଢା ଯୋଗାଇବା ଦିଗରେ ବିଚାରବିମର୍ଶ ଜାରି ରହିଛି। ଏଥିପାଇଁ ଦାତାମାନଙ୍କ ସହ ଆଲୋଚନା କରାଯାଉଛି ବୋଲି କହିଛନ୍ତି ଆଇନ!-->…
Read More...
Read More...
ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ!-->…
Read More...
Read More...
ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ହେଲେ ପାଇତୋଙ୍ଗତାର୍ନ ଶିନାବାତ୍ରା
ଥାଇଲ୍ୟାଣ୍ଡ: ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି ପାଇତୋଙ୍ଗତାର୍ନ ଶିନାବାତ୍ରା। ମାତ୍ର ୩୭ ବର୍ଷ ବୟସରେ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଗାଦି ସମ୍ଭାଳିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାବାତ୍ରାଙ୍କ ସବୁଠାରୁ ସାନ ଝିଅ ହେଲେ ୩୭ ବର୍ଷିୟ!-->…
Read More...
Read More...
ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ପରିବାରକୁ ମିଳିବ ସହାୟତା
ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି।!-->…
Read More...
Read More...
ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀଙ୍କ ଇସ୍ତଫା
ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ। ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି ।
୨୦୨୦!-->!-->!-->…
Read More...
Read More...
ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ
ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର,!-->…
Read More...
Read More...
ଅନଲାଇନ ଗେମ ନେଲା ଜୀବନ
ବାଲେଶ୍ବର: ଅନଲାଇନ ଗେମ ନେଲା ୨୭ ବର୍ଷୀୟ ଯୁବକଙ୍କ ଜୀବନ। ଲକ୍ଷାଧିକ ଟଙ୍କା ଅନଲାଇନ ଗେମରେ ହରାଇବା ପରେ ମାନସିକ ସନ୍ତୁଳନ ହରାଇ ଶେଷରେ ଯୁବକ ଜଣଙ୍କ ଜୀବନ ହାରିଥିବା ପରିବାର ପକ୍ଷରୁ ଜଣାପଡ଼ିଛି। ଏମିତି ଘଟଣା ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ସହାଜିପାଟଣା ଗ୍ରାମରେ ଦେଖିବାକୁ ମିଳିଛି।!-->…
Read More...
Read More...
ପୁଣି କୁସ୍ତିକୁ ଫେରିବେ ଭିନେଶ ଫୋଗାଟ
ନୂଆଦିଲ୍ଲୀ: ଭାରତ ଫେରିଛନ୍ତି ଷ୍ଟାର ରେସଲର ଭିନେଶ ଫୋଗାଟ। ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଜଣେ ଗୋଲ୍ଡ ମେଡାଲିଷ୍ଟଙ୍କୁ ଯେପରି ସ୍ୱାଗତ କରାଯାଏ, ଭିନେଶଙ୍କୁ ଠିକ୍ ସେହିପରି ସ୍ୱାଗତ କରାଯାଇଛି। ଫ୍ୟାନଙ୍କ ଏ ଭଲ ପାଇବା ଏବଂ ସମର୍ଥନ ଦେଖି!-->…
Read More...
Read More...
ମହାପ୍ରଭୁଙ୍କ ଦର୍ଶନ କଲେ ଓ୍ବାଇ ବି ଖୁରାନିଆ
ପୁରୀ: ନୂଆ ପୋଲିସ ଡିଜି ଭାବେ କାର୍ଯ୍ୟଭାର ସମ୍ଭାଳିବା ପରେ ଓ୍ବାଇ ବି ଖୁରାନିଆ ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହା!-->…
Read More...
Read More...
ଆଜୀବନ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କଲେ ଦାରା ସିଂ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଓଡିଶା ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ। ଜେଲ୍ରୁ ମୁକୁଳିବା ପାଇଁ ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍ ରବୀନ୍ଦ୍ର କୁମାର ପାଲ୍ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସମୟ ପୂର୍ବରୁ ରବିନ୍ଦ୍ର ପାଲ ଓରଫ!-->…
Read More...
Read More...