Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ନାବାଳିକାକୁ ଗଣଦୁଷ୍କର୍ମ
ରାଉରକେଲା: ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି।
!-->!-->!-->…
Read More...
Read More...
ଶେଷ ହେଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ
ପୁରୀ: ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ ଶେଷ ହୋଇଛି। ଦୁଇ ଦିନ କାଳ ୩ଟି ଆଣ୍ଟିନା ମାଧ୍ୟମରେ ସର୍ଭେ କରି ଡାଟା ଜେନେରେଟ୍ କରିଛି ଏନ୍ଜିଆର୍ଇ ଟିମ୍। ଚୂଡାନ୍ତ ରିପୋର୍ଟ ଆସିବା ପରେ ଦୂର ହେବ ରତ୍ନ ଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତ କୋଠରୀ ସଂଶୟ। ୭ଟି ଷ୍ଟେଜରେ ସଂଗ୍ରହ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍
ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ। କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ।
ତେବେ!-->!-->!-->…
Read More...
Read More...
ବାଂଲାଦେଶକୁ ହରାଇ ବିଜୟ ହାସଲ କଲା ଭାରତ
ଚେନ୍ନାଇ: ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି।ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨!-->…
Read More...
Read More...
ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମାଡ
ବାଲିଆପାଳ: ବାଲେଶ୍ୱର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ!-->…
Read More...
Read More...
ରେଳ ଟ୍ରାକରୁ ମିଳିଲା ସିଲିଣ୍ଡର
କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍। ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର। କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି। ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ!-->…
Read More...
Read More...
୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ
ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍ଟେନ୍ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।!-->…
Read More...
Read More...
ଭରତପୁର ଥାନା ଘଟଣାରେ ଏକଜୁଟ ହେଲେ ପୋଲିସ
ରବିବାର ବସିବ ଜରୁରୀ ବୈଠକଭୁବନେଶ୍ବର: ଭରତପୁର ପୋଲିସ-ମେଜର ବିବାଦ ଘଟଣାରେ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ ବରିଷ୍ଠ ଏସିପି, ଇନ୍ସପେକ୍ଟର, ସବଇନ୍ସପେକ୍ଟର ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା ମିଳିଛି।!-->…
Read More...
Read More...
କେନ୍ଦୁଝରରେ ହେବ ଜାତୀୟସ୍ତରର ଷ୍ଟାଡ଼ିୟମ : ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ଶୁକ୍ରବାର ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ତାଙ୍କ ଗସ୍ତର ଦ୍ଵିତୀୟ ଦିନ। ଏହି ଗସ୍ତରେ କେନ୍ଦୁଝରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାରି ଭିତରେ ଆଜି ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ମର୍ଣିଂ ଓ୍ବାକ କରିବା!-->…
Read More...
Read More...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ
ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର!-->…
Read More...
Read More...