Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ରୋଡ୍ ରୋମିଓଙ୍କୁ ଗିରଫ ପରେ କୋର୍ଟ ଚାଲାଣ କଲା ପୋଲିସ
ଭୁବନେଶ୍ବର: କ୍ୟାପଟେନ ଗୁରୁଓ୍ବନ୍ତ ସିଂହ ଏବଂ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଅଟକାଇ ମାଡ଼ ମାରିବା ଘଟଣାରେ ଚନ୍ଦକା ଥାନା ପୁଲିସ ୭ ରୋଡ୍ ରୋମିଓଙ୍କୁ ଗିରଫ କରିଛି। ଗିରଫ ପରେ କୋର୍ଟ ଚାଲାଣ କରିଛି। ସମସ୍ତ ୭ ଅଭିଯୁକ୍ତ ଛାତ୍ର ବୋଲି ସୂଚନା ଦେଇଛନ୍ତି ଅତିରିକ୍ତ ଡିସିପି କୃଷ୍ଣପ୍ରସାଦ!-->…
Read More...
Read More...
ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ
ନୂଆଦିଲ୍ଲୀ: ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ। ବର୍ତ୍ତମାନ ସେ ବାୟୁସେନାରେ ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର ଏୟାର ମାର୍ଶଲ ଅମରଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି।
ସେପ୍ଟେମ୍ବର ୩୦ରେ ବାୟୁସେନା ମୁଖ୍ୟ ଏୟାର!-->!-->!-->…
Read More...
Read More...
ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଗିରଫ
ବାଲେଶ୍ୱର: ବନ୍ଧାହେଲେ ବାଲେଶ୍ୱର ରୁରାଲ୍ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍ଭି ହରିହର ରାଓ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆଜି ଯନ୍ତ୍ରୀ ବାବୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଶୁକ୍ରବାର ରାଓଙ୍କ ବିଭିନ୍ନ ସ୍ଥାନରେ ରେଡ୍ କରି ବିପୁଳ ସଂପତ୍ତି ପାଇଥିଲା ଭିଜିଲାନ୍ସ।
!-->!-->!-->…
Read More...
Read More...
ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼
ଭୁବନେଶ୍ବର: ମେଜର ଗୁରୁବଂଶ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା,!-->…
Read More...
Read More...
ଘାଟିରୁ ଓଲଟିଲା ବସ, ୪ ଯବାନ ମୃତ ୨୮ ଆହତ
ବୁଦ୍ଧଗାମ: କଶ୍ମୀର ବୁଦ୍ଧଗାମ ଜିଲାରେ ବିଏସ୍ଏଫ୍ ଯବାନଙ୍କୁ ଧରି ଯାଉଥିବା ଏକ ବସ୍ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ!-->…
Read More...
Read More...
ଦଶାହ ଭୋଜି ଖାଇ ୨ ମୃତ, ୩୦ଗୁରୁତର
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ। ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ମୁତାବକ, ଆଲବନ୍ଧ!-->…
Read More...
Read More...
ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ (ଏସ୍ପିଏସ୍) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ!-->…
Read More...
Read More...
ସମ୍ମମ୍ରେ ୪ର୍ଥ ବିଶ୍ୱ କ୍ରିଟିକାଲ୍ କେୟାର ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର, ସେପ୍ଟେମ୍ବର ୨୦: ପ୍ରତ୍ୟେକ ପରିବାରକୁ ଉନ୍ନତ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଡାକ୍ତରୀ ଶିକ୍ଷାକୁ ସମସ୍ତଙ୍କ ନିମନ୍ତେ ଉପଲବ୍ଧ କରିବାକୁ ପଡ଼ିବ ବୋଲି ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ଉତ୍ତମ ଡାକ୍ତରୀ ଚିକିତ୍ସା ବର୍ତମାନ କେବଳ ବଡ଼ ସହର!-->…
Read More...
Read More...
ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦
ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି,!-->…
Read More...
Read More...
ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣଙ୍କୁ ଧରିଲା କମିଶନରେଟ୍ ପୋଲିସ
ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା। ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ। ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ।
!-->!-->!-->…
Read More...
Read More...