ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ
Browsing Category

Today’s Highlight

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’

ଭୁବନେଶ୍ବର: ରାଜ୍ୟ ସରକାର ‘ଭାଙ୍ଗ’କୁ ମାଦକ ଦ୍ରବ୍ୟ ଭାବେ ଘୋଷଣା ଘୋଷଣା କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ
Read More...

ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା।
Read More...

ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା

ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ
Read More...

ପୋଖରୀରେ ବୁଡି ଯୁବକ ମୃତ

କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ
Read More...

ଏସ୍‌ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର

କଟକ: କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ
Read More...

ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା। ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍‌ କର୍ମଶାଳା। ଜେପି ନଡ୍ଡା ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବେ। ।
Read More...

ପ୍ରକାଶ ପାଇଲା ଇଣ୍ଡିଆ ରାଙ୍କିଂ ୨୦୨୪ ତାଲିକା, ୪୨ତମ ସ୍ଥାନରେ ଉତ୍କଳ ଵିଶ୍ଵଵିଦ୍ୟାଲୟ

ଭୁନେଶ୍ବର: ଆଜି ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ରାଙ୍କିଙ୍ଗ ଫ୍ରେମୱାର୍କ(ଏନଆଇଆରଏଫ) ୨୦୨୪ ରାଙ୍କି ତାଲିକା ପ୍ରକାଶ ପାଇଛି। ଦେଶର ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକୁ ଏଥିରେ ରାଙ୍କି କରାଯାଇଥିବାବେଳେ ଚଳିତ ବର୍ଷ ୧୬ଟି କ୍ୟାଟେଗୋରୀରେ ରାଙ୍କିଂ କରାଯାଇଛି । ଏଥିରେ ଆଇଆଇଟି ମାଡ୍ରାସ ଦେଶର
Read More...

ପୂର୍ବତନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର: ପୂର୍ବତନ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଘରୁ ମିଳିଲା ପୁଳା ପୁଳା ସୁନା, ହୀରା, ବିଦେଶୀ ମୁଦ୍ରା, ନଗଦ ଟଙ୍କାପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ
Read More...

ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି

ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି
Read More...

ବିହାରରେ ଦଳାଚକଟା: ୭ ମୃତ

ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।
Read More...