Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ମହିଳାଙ୍କୁ ଦଶହରା ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା
ବାରିପଦା: ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ବାରିପଦା ଛଉ ପଡିଆରେ ଆୟୋଜିତ!-->!-->!-->…
Read More...
Read More...
ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ବଢିବନି ହୋମ୍ ଲୋନ୍ ଇଏମ୍ଆଇନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା!-->…
Read More...
Read More...
ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ
ଭୁବନେଶ୍ବର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ। ଏହା ସହ ଜିଲ୍ଲା ସଦର ମହକୁମାରେ ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଫୋକସରେ ଅଛନ୍ତି ଛାତ୍ର!-->…
Read More...
Read More...
ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ
ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି
ଗ୍ୟାରେଜ ମାଲିକଙ୍କର ମୃତ୍ୟୁ
ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ!-->!-->!-->!-->!-->!-->!-->!-->!-->…
Read More...
Read More...
ଏସସିବିରେ କାର୍ଯ୍ୟକ୍ଷମ ହେଲା ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର
କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏଣିକି ରକ୍ତ ଭଳି ହାଡ଼ ମଧ୍ୟ ମିଳିପାରିବମାଗଣାରେ । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ଅତିଥି ଭାବେ!-->…
Read More...
Read More...
ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ
ନର୍ଲା: କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ!-->…
Read More...
Read More...
ନ୍ୟାୟ ଦାବି କରି ଆରଜି କର ହସ୍ପିଟାଲର ୫୦ ଡାକ୍ତର ଦେଲେ ଇସ୍ତଫା
କଲିକତା: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରାୟ ୫୦ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା ଡାକ୍ତରଙ୍କୁ ସମର୍ଥନ ଦେବାକୁ ଯାଇ ଡାକ୍ତରମାନେ ଇସ୍ତଫା ଦେଇଛନ୍ତି। ଏହି ବରିଷ୍ଠ!-->…
Read More...
Read More...
ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେଲେ ମିଥୁନ ଚକ୍ରବର୍ତ୍ତୀ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି!-->…
Read More...
Read More...
ବିଧାନସଭା ନିର୍ବାଚନରେ ମିଥ୍ୟା ତଥ୍ୟ ଦାଖଲ ନେଇ ଲକ୍ଷ୍ମଣ ବାଗଙ୍କୁ ଝଟ୍କା
କଣ୍ଟାବାଞ୍ଜି: କଣ୍ଟାବାଞ୍ଜିରେ ନିର୍ବାଚନୀ ମାମଲାରେ ଭାଜପାକୁ ବଡ଼ ଝଟ୍କା ଲାଗିଛି। କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ମାମଲାରେ ଜବାବ ଦାଖଲ କରିପାରି ନାହାନ୍ତି ଭାଜପା ବିଧାୟକ ଲକ୍ଷ୍ମଣ ବାଗ। ୩ ଥର ନୋଟିସ ପରେ ବି ସେ ନୋଟିସ ଗ୍ରହଣ କରି ନାହାନ୍ତି। ଏଥିସହ ସେ କୋର୍ଟରେ ହାଜର ହୋଇ!-->…
Read More...
Read More...
୧୩ଟି ଥାନାରେ ନାହିଁ ସିସିଟିଭି, ୪୫୬ଟି ଥାନାରେ ଅଚଳ
କଟକ: ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି। ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍। ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି। ସେହିପରି ୧୩ଟି ଥାନାରେ ସିସିଟିଭି ଆଦୌ ନଥିବା!-->…
Read More...
Read More...