ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ
Browsing Category

Today’s Highlight

ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ

ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ
Read More...

ଭୁବେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍। ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଏଟିଏମରୁ ଜଣେ ହିତାଧିକାରୀ
Read More...

କୁସ୍ତି ମୋଠୁ ଜିତିଗଲା ମୁଁ ହାରିଗଲି, ଅଲବିଦା କୁସ୍ତି : ଭିନେଶ ଫୋଗାଟ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଅଯୋଗ୍ୟ ଘୋଷଣା ହେବା ପରେ କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି ଭିନେଶ। ଭିନେଶ ଫୋଗେଟ୍ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟ ମାଧ୍ୟମରେ ସୂଚନା
Read More...

ହିମାଚଳରେ ବାଦଲ ଫଟା ବର୍ଷା

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ
Read More...

ହକିରେ ଭାରତ ଜିତିଲା ବ୍ରୋଞ୍ଜ

ପ୍ୟାରିସ୍: ଇତିହାସ ରଚିଲା ଭାରତୀୟ ହକି ଟିମ୍ ସ୍ପେନକୁ ହରାଇ ଜିତିଲା ଐତିହାସିକ ବ୍ରୋଞ୍ଜ ମେଡାଲ ମ୍ୟାଚର ୩୦ ଏବଂ ୩୩ ତମ ମିନିଟରେ ଗୋଲ ସ୍କୋର କରିଥିଲେ ଭାରତୀୟ କ୍ୟାପଟେନ। ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ
Read More...

୨ ସବ୍‌ରେଜିଷ୍ଟ୍ରାର ନିଲମ୍ବିତ

ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ
Read More...

ନେପାଳରେ ହେଲିକପ୍ଟର ଦୁର୍ଘଟଣା, ପାଇଲଟ ସହ ୫ ମୃତ

ନେପାଳ: ନେପାଳରେ ପୁଣି ଏକ ହେଲିକପ୍ଟର କ୍ରାସ ହୋଇଛି। ନେପାଳର ନୂଆକୋଟଠାରେ ବୁଧବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ପାଇଲଟଙ୍କ ସମେତ ଯାତ୍ରା କରୁଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଚୀନର ନାଗରିକ ହୋଇଥିବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ମିଳିଛି।
Read More...

ଭିନେଶ ଫୋଗାଟ୍‌ ଅସୁସ୍ଥ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ହେବାକୁ ଥିବା ଫାଇନାଲ ମ୍ୟାଚରେ ଭାଗ ନେବା ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ୍ ଅଯୋଗ୍ୟ ହେବା ପରେ ଅସୁସ୍ଥ ହୋଇପଡିଛନ୍ତି ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ୍। ଅଯୋଗ୍ୟ ଘୋଷିତ ହେବା ଶୁଣିବା ପରେ ସେ ବେହୋସ ହୋଇପଡିବାରୁ ତାଙ୍କୁ ହସପିଟାଲରେ
Read More...

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମିରଞ୍ଜନ ସ୍ୱାଇଁ

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସ୍ୱାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ୱାଇଁଙ୍କ ନିଯୁକ୍ତି ନେଇ ଗୃହ
Read More...

ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର ଓ ମୋ ସରକାର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ଫାଇଭ୍ -ଟି ଚାର୍ଟର। ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା
Read More...