Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ବଦଳିବ ସରକାରୀ କୋଠାର ରଙ୍ଗ
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି। ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ। ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍ସ), ଇଆଇସି!-->…
Read More...
Read More...
ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହେଲେ ଅରୁଣ ଷଢ଼ଙ୍ଗୀ
କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ, ଶୁଣିଲେ ଦୁଃଖ ଲାଗୁଛି
ଭୁବନେଶ୍ବର: ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ଶୁଣିଲେ ଦୁଃଖ ଲାଗୁଛି। କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍!-->!-->!-->…
Read More...
Read More...
ଚିକତ୍ସା କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
ନ୍ୟୁଜ୍ ବ୍ୟୁରୋ: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍ ଓ!-->…
Read More...
Read More...
କୋଇଲା ଖଣିରେ ବିସ୍ଫୋରଣ
୭ ଶ୍ରମିକ ମୃତ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ବୀରଭୂମର କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ। ପ୍ରାଣ ହରାଇଲେ ୭ ଶ୍ରମିକ। ସେହିପରି ଅନେକ ଆହତ ହୋଇଛନ୍ତି। ବୀରଭୂମ ଜିଲ୍ଲା ଲୋକପୁର ପୁଲିସ ଷ୍ଟେସନ ଅଞ୍ଚଳରେ ଏହି ଅଘଟଣ ଘଟିଛି। ତେବେ ଏହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ।
!-->!-->!-->!-->!-->…
Read More...
Read More...
ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ
ଭୁବନେଶ୍ବର: ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ। ବନ୍ଦ ହେବନି ବସ୍ ଚଳାଚଳ। ଧର୍ମଘଟରୁ ଓହରିଲେ ବସ୍ ମାଲିକ ସଂଘ। ପରିବହନ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ଆଶ୍ବାସନା ପାଇବା ବରେ ଧର୍ମଘଟ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ବସ୍ ମାଲିକ ସଂଘ। ତେବେ ଆଜି ସଂଧ୍ୟା ୭ଟାରୁ ଅନିର୍ଦ୍ଦିଷ୍ଟ!-->…
Read More...
Read More...
ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା
ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ତେବେ!-->!-->!-->…
Read More...
Read More...
ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ସମେତ ୯ଜଣଙ୍କୁ ମିଳିଲା ଜାମିନ
ବିହାର: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।ବର୍ତ୍ତମାନ!-->…
Read More...
Read More...
ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ନିଲମ୍ବିତ
ରାୟଗଡ଼ା: କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ ହୋଇଛନ୍ତି । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତପ!-->…
Read More...
Read More...
ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ
ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ!-->…
Read More...
Read More...
ଅନିବାର୍ଯ୍ୟ କାରଣ ଦର୍ଶାଇ ପିଜିଟି ପରୀକ୍ଷା ବାତିଲ୍
କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ଅକ୍ଟୋବର ୬ ଅର୍ଥାତ ଆଜି ହେବାକୁ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ଏହି ପରୀକ୍ଷାଗୁଡିକ ଓପିଏସସି ବାତିଲ କରିଛି।
ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ!-->!-->!-->…
Read More...
Read More...