Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ
ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍, ସୂର୍ଯ୍ୟମୁଖୀ ଓ ସୋୟାବିନ୍ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ!-->…
Read More...
Read More...
ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରୁ ନକଲି ମଦ ଜବତ
ଭୁବନେଶ୍ବର: ରାଜଧାନୀରେ ଚାଲୁଥିଲା ଅସଲି ବୋତଲରେ ନକଲି ମଦ କାରବାର। ତାହା ପୁଣି ସରକାରଙ୍କ ଠାରୁ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ। ଅସଲି ବ୍ରାଣ୍ଡ ମଦ ବୋତଲ ଭିତରେ ନକଲ ମଦ ପୂରାଇ ଚାଲିଥିଲା କାରବାର।
ବରମୁଣ୍ଡା ସ୍ଥିତ ଏକ ମଦ ଦୋକାନରୁ ବିପୁଳ ପରିମାଣର ନକଲି ମଦ ଜବତ କରିଛି!-->!-->!-->…
Read More...
Read More...
ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ
ନୂଆଦିଲ୍ଲୀ: ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ। ପ୍ରଥମେ ଏହାର ନାମ ବନ୍ଦେ ଭାରତ ମେଟ୍ରୋ ରଖାଯାଇଥିଲା। ପରେ ଏହାର ନାମ ପରିବର୍ତ୍ତନ କରାଯାଇ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ!-->!-->!-->…
Read More...
Read More...
ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ
ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ!-->…
Read More...
Read More...
ଗୁଣି ଗାରେଡ଼ି ସନ୍ଦେହରେ ପରିବାରର ୫ ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ
ଛତିଶଗଡ଼: ଗୁଣି ଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ଇଟାଲ ଗାଁରେ ଘଟିଛି ଏହି ଘଟଣା ।
ଛତିଶଗଡର ସୁକ୍ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ!-->!-->!-->…
Read More...
Read More...
ଛତିଶଗଡ଼ରେ ଶିକ୍ଷାଦୂତଙ୍କୁ ପିଟିପିଟି ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ଏକ ବର୍ବରକାଣ୍ଡ ଘଟାଇଛନ୍ତି। ଛତିଶଗଡ଼ରେ ସୁକ୍ମାରରେ ଶନିବାର ଜଣେ ଶିକ୍ଷାଦୂତଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...
ଭାରତୀୟ ବୈଜ୍ଞାନିକ ତିଆରି କଲେ ସୋଲାର ପ୍ଲେନ୍
ଥରେ ଚାର୍ଜ କଲେ ୯୦ଦିନ ଆକାଶରେ ଉଡିବବେଙ୍ଗାଲୁରୁ: ଭାରତୀୟ ବୈଜ୍ଞାନିକମାନେ ତିଆରି କରିଛନ୍ତି ସୌର ବିମାନ। ଯୁଦ୍ଧ ସମୟରେ ଶତ୍ରୁ ଉପରେ ନଜର ରଖିବା ଏବଂ ପର୍ଯ୍ୟବେକ୍ଷଣ ପାଇଁ ତିଆରି ହୋଇଛି ଏହି ସୌର ବିମାନ। ଏହି ବିମାନ ଥରେ ଚାର୍ଜ ହେଲେ ଲଗାତର ୯୦ ଦିନ ପର୍ଯ୍ୟନ୍ତ ଆକାଶରେ ଉଡ଼ିପାରିବ।!-->…
Read More...
Read More...
ଉତ୍କଳ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।ଅଗଷ୍ଟ ୧୬ରେ ଏହି ଘଟଣା!-->…
Read More...
Read More...
ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା, ୪ ମୃତ ୯ ଆହତ
ରଙ୍ଗାମାଟିଆ: ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବାରିପଦା ରଙ୍ଗାମାଟିଆ ଲୁଲୁଙ୍ଗ ରାସ୍ତାରେ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭାରସ୍ୟାମ ହରାଇ!-->!-->!-->…
Read More...
Read More...
ନଦୀକୁ ଡେଇଁଲେ ଅଧ୍ୟାପକ
ଡେରାବିଶ: ଲୁଣା ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ। କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା ଗ୍ରାମର ବ୍ରହ୍ମାନନ୍ଦ!-->…
Read More...
Read More...