ପ୍ରମୁଖ ଖବର

କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category

Today’s Highlight

ରାଜ୍ୟ ବାହାରକୁ ଚାଲାଣ ବେଳେ ୨ହାତୀ ଦାନ୍ତ ଜବତ

ବାରିପଦା: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଦେଉଳି ରେଞ୍ଜ ତଥା ଝାରପୋଖରିଆ ଥାନା ଅଞ୍ଚଳରୁ ବନବିଭାଗ ଆଜି ଚଢ଼ାଉ କରି ଏକ ଯୋଡ଼ା ହାତୀଦାନ୍ତକୁ ଜବତ କରିଛି। ଘଟଣାରେ ଜଡ଼ିତ ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ଅଧିକ ତଦନ୍ତ କରାଯାଉଛି। ଅଟକ ୪ଜଣଙ୍କ ମଧ୍ୟରୁ ୨ଜଣ ଆନ୍ତଃରାଜ୍ୟ ଅଭିଯୁକ୍ତ ଥିବା
Read More...

ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ସାଙ୍ଘାତିକ ତଥ୍ୟ। ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା
Read More...

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ
Read More...

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ଫେବୃଆରୀ ୧୭ରେ ସରକାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ। ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ପ୍ରଦାନ
Read More...

ସଞ୍ଜୟ ରାୟକୁ ମୃତ୍ୟୁଦଣ୍ଡ ଲାଗି କଲିକତା ହାଇକୋର୍ଟରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନ

ପଶ୍ଚିମବଙ୍ଗ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ସିଆଲଦା କୋର୍ଟ ଦ୍ୱାରା ଆଜୀବନ କାରାଦଣ୍ଡର ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ପଶ୍ଚିମବଙ୍ଗ ସରକାର। ସଞ୍ଜୟକୁ ମୃତ୍ୟୁ ଦଣ୍ଡାଦେଶ ଲାଗି କୋଲକାତା ହାଇକୋର୍ଟରେ ଆବେଦନ କରିଛନ୍ତି
Read More...

ଟ୍ରେନ୍ ଉପରେ ଚଢି ବୃଦ୍ଧ ଜୀବନ୍ତ ଦଗ୍ଧ

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଏକ ଅଘଟଣ। ରାୟଗଡ଼ା ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା
Read More...

ଜୟରାମ ସମେତ ୧୪ ନକ୍ସଲ ମୃତ

ଛତିଶଗଡ: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ ସଫଳତା। ମିଳିତ ବାହିନୀର ନକ୍ସଲ ବିରୋଧୀ ଅପରେସନରେ ସଫା ହୋଇଛନ୍ତି ୧୪ ମାଓବାଦୀ। ମାଓ ଅପରେସନରେ ଏଯାଏଁ ମୋଟ ୧୪ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ତେବେ ସବୁଠୁ ବଡ଼ ସଫଳତା ହେଉଛି, ଏନ୍‌କାଉଣ୍ଟରରେ ନିପାତ
Read More...

ଦୟାନଦୀ ପାଣି ବ୍ୟବହାର ପାଇଁ ମନାକଲେ ମନ୍ତ୍ରୀ

ଭୁବନେଶ୍ଵର: କଣାସରେ ଝାଡ଼ାବାନ୍ତି ! ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଗୁରୁତର ଅସୁସ୍ଥ । ୧୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦୟା ନଦୀ ଜଳ ବ୍ୟବହାର ଦ୍ବାରା ଏଭଳି ଝାଡ଼ାବାନ୍ତି ବ୍ୟାପୁଥିବା କୁହାଯାଉଛି । ଗାଁରେ ସ୍ବାସ୍ଥ୍ୟ ବିଭାଗ ଟିମ୍ ପହଞ୍ଚି ଲୋକଙ୍କୁ
Read More...

ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ
Read More...

ଆସନ୍ତାକାଲି ଠାରୁ କମିବ ଶୀତ, ବଢିବ ତାପମାତ୍ରା

ଭୁବନେଶ୍ଵର: କିଛି ଦିନ ଧରି ରାତି ତାପମାତ୍ରା ହ୍ରାସ ପାଇବା ହେତୁ ଶୀତ ର ପ୍ରକୋପ ଅଧିକ ରହୁଛି। ତେବେ ଆସନ୍ତା କାଲି ଠାରୁ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ତେଣୁ ଶୀତ ର ପ୍ରକୋପ ହ୍ରାସ ପାଇବ। ସେହିପରି ଏହି ସମୟ ରେ ଦିନ ତାପମାତ୍ରା ୧-୨°C ଯାଏଁ ବୃଦ୍ଧି
Read More...