Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ମୀରଟରେ ତିନି ମହଲା କୋଠା ଭୁଶୁଡ଼ି ୧୦ ମୃତ
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୀରଟରେ ବଡ଼ ଅଘଟଣ। ପ୍ରବଳ ବର୍ଷାରେ ତିନି ମହଲା କୋଠା ଭୁଶୁଡ଼ି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଧ୍ଵଂସାବଶେଷ ତଳେ ଥିବା ବାକି ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ଏହି ଅଘଟଣ ଘଟିବା ପରେ ସଙ୍ଗେ ସଙ୍ଗେ ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍, ଅଗ୍ନିଶମ!-->…
Read More...
Read More...
ଓଡ଼ିଶାରୁ ଗଡ଼ିଲା ଆଉ ୨ଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍
ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ!-->…
Read More...
Read More...
କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି!-->…
Read More...
Read More...
ପୁଣି ମମତାଙ୍କ ସହ ଡାକ୍ତରଙ୍କ ବୈଠକ ବିଫଳ
କୋଲକୋତା: ଆରଜି କର ଘଟଣା ପ୍ରତିବାଦରେ ଜାରି ରଖିଛନ୍ତି ଆନ୍ଦୋଳନ । ପଶ୍ଚିମବଙ୍ଗର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ କରୁଥିବା ଡାକ୍ତର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହୋଇଥିବା ବୈଠକ ବିଫଳ ହୋଇଛି। ଏହାପୂର୍ବରୁ ଗୁରୁବାର!-->…
Read More...
Read More...
୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଅର୍ଥାତ୍ ସେପ୍ଟେମ୍ୱର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ!-->…
Read More...
Read More...
୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍
ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ!-->!-->!-->…
Read More...
Read More...
ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ
ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ!-->…
Read More...
Read More...
ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ
କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର!-->…
Read More...
Read More...
ଅକ୍ଟୋବର ୫ ସୁଦ୍ଧା ସହରର ସବୁ ରାସ୍ତା ମରାମତି କାମ ଶେଷ ହେବ
ଭୁବନେଶ୍ବର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସହରର ସବୁ ରାସ୍ତା ମରାମତି କାମ କରିବାକୁ ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାର୍ବଣକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବର ସମେତ ଅନ୍ୟ ପ୍ରମୁଖ ସହରର ରାସ୍ତା ମରାମତି କାର୍ଯ୍ୟ ଅକ୍ଟୋବର ୫ ସୁଦ୍ଧା ଶେଷ ହେବ। ଶୀଘ୍ର!-->…
Read More...
Read More...
ବଦଳିଲା ମୋ ସ୍କୁଲ ଅଭିଯାନ ନାଁ
ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।
ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ!-->!-->!-->…
Read More...
Read More...