Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ କଲା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT GST। ଏହି ମାମଲାରେ ୧୭ ବ୍ୟବସାୟୀଙ୍କୁ ପଚରା ଉଚୁରା କରୁଛି CT GST। ରିପୋର୍ଟ ଅନୁଯାୟୀ, ସିଟି ଏବଂ ଜିଏସ ଟି ବିଭାଗ ମୁମ୍ବାଇରୁ ଇଣ୍ଡିଗୋ ବିମାନରେ ଯାତ୍ରା!-->…
Read More...
Read More...
ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ଜିତିଲେ ସବିତା
ଚେନ୍ନାଇ: ଓଡିଶା ଆଥଲେଟ ସବିତା ଚେନ୍ନାଇରେ ଚାଲିଥିବା ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଛନ୍ତି। ୧୦୦ ମିଟରରେ ସବିତା ୧୩.୯୬ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରିଥିଲେ। ଭାରତର ଉନ୍ନତି ଆୟପ୍ପା ନୂତନ ମିଟ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେ ୧୩.୯୩!-->…
Read More...
Read More...
କେଜରିୱାଲଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ!-->…
Read More...
Read More...
ସୀତାରାମ ୟେଚୁରୀଙ୍କ ହେବ ନାହିଁ ଦାହ ସଂସ୍କାର
ଗବେଷଣା ଏବଂ ଶିକ୍ଷା ଉଦ୍ଦେଶ୍ୟରେ ମୃତଦେହ ଏମ୍ସକୁ ଦାନ କରିବେ ପରିବାରନୂଆଦିଲ୍ଲୀ: ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କର ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ପରିବାର ସଦସ୍ୟଙ୍କ ଅନୁଯାୟୀ, ୟେଚୁରୀଙ୍କ ମୃତଦେହକୁ ଦାହ କରାଯିବ ନାହିଁ। ତେବେ ତାଙ୍କର ମୃତଦେହକୁ କମ୍ୟୁନିଷ୍ଟ ପାର୍ଟି ଅଫ!-->…
Read More...
Read More...
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା ତାରିଖ
ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ!-->…
Read More...
Read More...
ବାତିଲ ହେଲା ପ୍ରେସଭ୍ୟୁ ଆଇ ଡ୍ରପ ଲାଇସେନ୍ସ
ମୁମ୍ବାଇ: ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ପ୍ରେସଭ୍ୟୁ ନାମକ ଏକ ଆଇ ଡ୍ରପର ଉତ୍ପାଦନ ଏବଂ ମାର୍କେଟିଂ ଲାଇସେନ୍ସକୁ ବାତିଲ କରିଦେଇଛି। ଏହି ଆଖି ଡ୍ରପ୍ ମୁମ୍ବାଇ ସ୍ଥିତ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଏଣ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା।!-->…
Read More...
Read More...
ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ପାଇଁ ଟଙ୍କା ମାଗିବା ପଡିଲା ମହାଙ୍ଗା
ଭୁବନେଶ୍ବର; ସୁଭଦ୍ରା ଯୋଜନା ପାଇଁ ଏବେ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ନାହିଁ ନଥିବା ଭିଡ। ହେଲେ ଏହାରି ଭିତରେ କିଛି ଖଳ ପ୍ରକୃତିର ବ୍ୟକ୍ତି ଚଞ୍ଚକତା କରି ଲୋକଙ୍କ ଠାରୁ ଟଙ୍କା ଲୁଟିବାରେ ଲାଗିଛନ୍ତି । ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ସଂପୂର୍ଣ୍ଣ ମାଗଣା!-->…
Read More...
Read More...
ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ
ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ!-->…
Read More...
Read More...
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ସେ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ!-->…
Read More...
Read More...
କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି
ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ!-->…
Read More...
Read More...