Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ
ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା!-->…
Read More...
Read More...
ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ
ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ!-->…
Read More...
Read More...
ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ
ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ।
ସେହିପରି ୬୦୦ ଟଙ୍କା!-->!-->!-->…
Read More...
Read More...
ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର!-->…
Read More...
Read More...
ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର
ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ!-->…
Read More...
Read More...
ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି ।
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି!-->!-->!-->…
Read More...
Read More...
କୁକୁର, ବିଲେଇଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ପଶୁମାନଙ୍କର ବି ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବାର ଅଧିକାର ଅଛି। ଏବେ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି!-->…
Read More...
Read More...
ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା
ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା!-->…
Read More...
Read More...
ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ
ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି। ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ। ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।
ବିଧାନସଭା ପ୍ରଶ୍ନକାଳରେ ସମସ୍ତ ରାଜସ୍ଵ ଗାଁକୁ କେବେ!-->!-->!-->…
Read More...
Read More...