Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର
ଭୁବନେଶ୍ବର: ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର। ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ନିର୍ମାଣ ହେବ। ଆଜି ବିଧାନସଭା ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି।
ଏନେଇ ମନ୍ତ୍ରୀ କହିଛନ୍ତି, କୃତ୍ରିମ ପ୍ରଜନନ କରାଯାଇ ଦୁଗ୍ଧ!-->!-->!-->…
Read More...
Read More...
ସୁନା ମାନ, ମାପ ଓଜନରେ ଠକୁଛନ୍ତି ଗହଣା ଦୋକାନୀ
ଭୁବନେଶ୍ବର: ସୁନା କିଣୁଥିଲା ବେଳେ ସବୁବେଳେ ସାବଧାନ ରୁହନ୍ତୁ। ସୁନା ପରଖି, ନିରିଖି ଆଣନ୍ତୁ। ନହେଲେ ଆପଣଙ୍କୁ ଠକି ପାରନ୍ତି ସୁନା ଦୋକାନୀ। ଆଜି ଏହାକୁ ନେଇ ଗୃହରେ କିଛି ଚକିତ କଲା ଭଳି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।!-->…
Read More...
Read More...
ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ପୂର୍ବରୁ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ!-->…
Read More...
Read More...
ଯାଞ୍ଚ ବେଳେ ୪୦ ହଜାର ରାସନ କାର୍ଡ଼ ରଦ୍ଦ କଲେ ସରକାର
ଭୁବନେଶ୍ବର: ରାସନ କାର୍ଡଧାରୀଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। ପ୍ରାୟ ୪୦ ହଜାର କାର୍ଡ଼ ରଦ୍ଦ କଲେ ସରକାର, ଆଉ ମିଳିବନି ମାଗଣା ଡାଲି ଚାଉଳ । ଯାଞ୍ଚ ସମୟରେ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟରେ ନକଲି ରାସନ କାର୍ଡ ଥିବା ଲୋକଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି!-->!-->!-->…
Read More...
Read More...
ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ଦିଆଯିବ ମାଗଣା କୋଚିଂ
ଭୁବନେଶ୍ବର: ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ଛାତ୍ରୀଛାତ୍ରଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର। ଏଥର ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ନିଟ୍-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ!-->…
Read More...
Read More...
ସିନିୟର୍ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ
ଜମ୍ମୁ କଶ୍ମୀର: ଭାରତୀୟ ବାୟୁସେନାର ଜଣେ ମହିଳା ଆଇଏଏଫ୍ ଅଧିକାରୀ ସିନିୟର୍ ୱିଙ୍ଗ କମାଣ୍ଡରଙ୍କ ନାଁରେ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଜମ୍ମୁ କଶ୍ମୀରର ବଡଗାମ ପୋଲିସ ଷ୍ଟେଶନରେ ଏଫଆଇଆର ଦାଖଲ କରାଯାଇଛି।ମହିଳା!-->…
Read More...
Read More...
ଓଡ଼ିଶାରେ ଚାଲିବ ଆଉ ୩ ନୂଆ ବନ୍ଦେ ଭାରତ ଟ୍ରେନ
ଭୁବନେଶ୍ବର: ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ। ଏଥିପାଇଁ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ!-->…
Read More...
Read More...
ଦୟା ନଦୀରେ ନିର୍ମାଣ ହେବ ଜଳଭଣ୍ଡାର
ପିପିଲି: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ। ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଲାନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ।
ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ। ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ!-->!-->!-->…
Read More...
Read More...
ଦୁର୍ଘଟଣା ଘଟାଇବା ପାଇଁ ଟ୍ରେନ୍ ଟ୍ରାକରେ ସିମେଣ୍ଟ ଖଣ୍ଡ ରଖିଲେ ଦୁର୍ବୃତ୍ତ
ରାଜସ୍ଥାନ: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରାଜସ୍ଥାନରେ ପୁଣି ଥରେ ଟ୍ରେନ୍ ଲାଇନଚ୍ୟୁତ କରିବା ମାମଲା ସାମ୍ନାକୁ ଆସିଛି। ଏଥର ଦୁର୍ବୃତ୍ତମାନେ ଅଜମେରର ସରାଧନା ଓ ବାଙ୍ଗଡ଼!-->…
Read More...
Read More...
ଆଇସିୟୁରେ ସୀତାରାମ ୟେଚୁରୀ
ନୂଆଦିଲ୍ଲୀ: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଏକ ଟିମ!-->…
Read More...
Read More...