Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ।
ତେବେ ମିଳିଥିବା ସୂଚନା!-->!-->!-->…
Read More...
Read More...
ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ସାମ୍ନାକୁ ଆସିଲା ମଙ୍କିପକ୍ସର ପ୍ରଥମ ମାମଲା। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି।ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ମକ୍ସିପକ୍ସ ଚିହ୍ନଟ ହୋଇଥିବା!-->…
Read More...
Read More...
ବିଜେପି ନେତାଙ୍କୁ ଗୁଳିକରି ହତ୍ୟା
ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ଗତକାଲି ଶ୍ୟାମ!-->!-->!-->…
Read More...
Read More...
ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ
କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ। ଫଳରେ ବିଦ୍ୟୁତ ଉତ୍ପାଦନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏନେଇ ପାଓ୍ବାର ହାଉସର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମାଛକୁଣ୍ଡ ପାୱାର!-->!-->!-->…
Read More...
Read More...
ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି
ନୂଆଦିଲ୍ଲୀ: ଅଙ୍କ ନ ଛିଡ଼ିବାରୁ କଂଗ୍ରେସ ସହ ହୋଇପାରିଲାନି ମେଣ୍ଟ, ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି। ଏନେଇ ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଆପ୍ ଓ କଂଗ୍ରେସ ହରିୟାଣାରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିଥିଲେ। ତେଣୁ ବିଧାନସଭା!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର
ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ଭାରତୀୟ ସ୍ପାଇନ୍ ସର୍ଜନ ଆସୋସିଏସନ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞଭୁବନେଶ୍ୱର, ସେପ୍ଟେମ୍ବର ୯: ଚିକିତ୍ସା ଓ ଅସ୍ତ୍ରୋପଚାର କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଅସ୍ତ୍ରୋପଚାର ପଦ୍ଧତି ଏବଂ ପ୍ରଶିକ୍ଷଣ ଯୋଗୁଁ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇପାରୁଛି। ମେରୁଦଣ୍ଡ ଅସ୍ତ୍ରୋପଚାର!-->…
Read More...
Read More...
ଲଘୁଚାପ ବର୍ଷାରେ ବୁଡ଼ିଲା ମାଲକାନଗିରି
ମାଲକାନଗିରି: ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ। ବର୍ଷା ପାଣିରେ ବୁଡିଲା ପୋଲ। କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍ ହୋଇଛି। ସେହିପରି ପାଙ୍ଗମ, ଏମ୍ଭି ୭, ଏମ୍ଭି ୯୦ ଆଦି ଅନେକ ପୋଲରେ ୧୦ ଫୁଟ ପାଣି!-->…
Read More...
Read More...
ସାପ କାମୁଡ଼ାରେ ୩ ଭଉଣୀ ମୃତ, ବାପା ଗୁରୁତର
ଟିକରପଡ଼ା: ଗଣପର୍ବ ନୂଆଁଖାଇ ପାଇଁ ସମଗ୍ର ପଶ୍ଚିମ-ଓଡିଶା ଉତ୍ସବମୁଖର ଥିଲା ବେଳେ ଉଜୁଡି ଯାଇଛି ଗୋଟିଏ ପରିବାର। ଗୋଟିଏ ପରିବାରରେ ସାପ କାମୁଡ଼ାରେ ୩ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର। ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଚରିଆପାଲି ଗାଁରେ ଘଟିଛି ଏହି ଅଘଟଣ। ଘରେ ଶୋଇଥିବା!-->…
Read More...
Read More...
ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଲାଗିଲେ ବାତିଲ ହେବ ପରୀକ୍ଷା
ଭୁବନେଶ୍ବର: ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ଫାଇନାଲ ପରୀକ୍ଷା ପୂର୍ବରୁ ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି। ଏଥିସହ!-->…
Read More...
Read More...